୧୬ ଟଙ୍କାର ବ୍ୟାଗ ପାଇଁ ୩୩ ହଜାର ଫାଇନ

ଉପଭୋକ୍ତାଙ୍କୁ ୧୬ ଟଙ୍କାର କ୍ୟାରି ବ୍ୟାଗ୍‌ ନ ଦେବାରୁ ବଲାଙ୍ଗିର ସହର ଭିତରେ ଥିବା ବିଶାଲ ମେଗା ମାର୍ଟକୁ ବଲାଙ୍ଗିର ଜିଲ୍ଲା ଖାଉଟି ଅଦାଲତ ୩୩ ହଜାର ଟଙ୍କା ଫାଇନ କରିଛନ୍ତି ।

Manoj Swain
  • Published: Friday, 05 July 2024
  • Updated: 05 July 2024, 06:59 PM IST

୧୬ ଟଙ୍କା ପାଇଁ ଦେବାକୁ ପଡ଼ିବ ୩୩ ହଜାର ଟଙ୍କାର ଫାଇନ୍‌ । ଉପଭୋକ୍ତାଙ୍କୁ ୧୬ ଟଙ୍କାର କ୍ୟାରି ବ୍ୟାଗ୍‌ ନ ଦେବାରୁ ବଲାଙ୍ଗିର ସହର ଭିତରେ ଥିବା ବିଶାଲ ମେଗା ମାର୍ଟକୁ ବଲାଙ୍ଗିର ଜିଲ୍ଲା ଖାଉଟି ଅଦାଲତ ୩୩ ହଜାର ଟଙ୍କା ଫାଇନ କରିଛନ୍ତି । ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos