/odisha-reporter/media/post_attachments/uploadimage/library/16_9/16_9_0/IMAGE_1717743303.jpg)
Similipal Tiger Reserve
ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଟାଇଗର ରିଜର୍ଭ। ଆସନ୍ତା୧୨ ତାରିଖରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଟାଇଗର ରିଜର୍ଭ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଏନେଇ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି।
Advertisment
ବର୍ଷା ଋତୁ ଆଗମନ ହେଉଥିବା କାରଣରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶିମିଳିପାଳ ଟାଇଗର ରିଜର୍ଭକୁ ବନ୍ଦ ପାଇଁ ନୋଟିସ ଜାରି କରାଯାଇଛି।
ଅନ୍ୟପକ୍ଷରେ ଶିମିଳିପାଳ ଟାଇଗର ରିଜର୍ଭ ବନ୍ଦ ନେଇ ଘୋଷଣା କରାଯାଇଥିଲେ ହେଁ ଅଭୟାରଣ୍ୟ ମଧ୍ୟରେ ଥିବା ଜାମୁଆଣି, ଗୁରୁଗୁଡ଼ିଆ, କୁଁମାରୀ ଏବଂ ରାମତୀର୍ଥ ଇକୋ ଟୁରିଜିମ ଖୋଲା ରହିବ ବୋଲି ଅଭୟାରଣ୍ୟ କର୍ତ୍ତୃପକ୍ଷ ନୋଟିସ ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
