ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଟାଇଗର ରିଜର୍ଭ। ଆସନ୍ତା୧୨ ତାରିଖରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଟାଇଗର ରିଜର୍ଭ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଏନେଇ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି।
ବର୍ଷା ଋତୁ ଆଗମନ ହେଉଥିବା କାରଣରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶିମିଳିପାଳ ଟାଇଗର ରିଜର୍ଭକୁ ବନ୍ଦ ପାଇଁ ନୋଟିସ ଜାରି କରାଯାଇଛି।
ଅନ୍ୟପକ୍ଷରେ ଶିମିଳିପାଳ ଟାଇଗର ରିଜର୍ଭ ବନ୍ଦ ନେଇ ଘୋଷଣା କରାଯାଇଥିଲେ ହେଁ ଅଭୟାରଣ୍ୟ ମଧ୍ୟରେ ଥିବା ଜାମୁଆଣି, ଗୁରୁଗୁଡ଼ିଆ, କୁଁମାରୀ ଏବଂ ରାମତୀର୍ଥ ଇକୋ ଟୁରିଜିମ ଖୋଲା ରହିବ ବୋଲି ଅଭୟାରଣ୍ୟ କର୍ତ୍ତୃପକ୍ଷ ନୋଟିସ ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।