ରାଜ୍ୟରେ ଆଉ ୪୯୫୪.୨୬କୋଟି ଟଙ୍କା ପୁଞ୍ଜିନିବେଶର ୩୧ଟି ଇନୋଭେଟିଭ୍ ପ୍ରକଳ୍ପକୁ ଆଜି ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ମିଳିଛି । ୧୪ଟି ଜିଲ୍ଲାରେ ଏହି ପ୍ରସ୍ତାବିତ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ଅତିରିକ୍ତ ୨୪୧୬୨ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ ।
Also Read
ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ ବୈଠକରେ ମେକାନିକାଲ ଓ ଇଲେକ୍ଟ୍ରିକାଲ କ୍ୟାପିଟାଲ ଗୁଡସ୍, ଫୁଡ୍ ପ୍ରୋସେସିଂ,ପ୍ୟାକେଜିଂ, ଟେକ୍ସଟାଇଲ, ବାୟୋଫୁଏଲ, ଗ୍ରୀନ୍ ଏନର୍ଜି ଉପକରଣ,ଷ୍ଟିଲ (ଡାଉନଷ୍ଟ୍ରିମ), ପ୍ଲାଷ୍ଟିକ, ଫୁଡ୍, ମୃଦୁପାନୀୟ, ଆଗ୍ରୋ ପ୍ରୋସେସିଂ, ଅକ୍ଷୟ ଶକ୍ତି, ଫାର୍ମାସ୍ୟୁଟିକାଲ, ପର୍ଯ୍ୟଟନ ଆଦି କ୍ଷେତ୍ରର ୩୧ଟି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଏହି ସବୁ ପ୍ରକଳ୍ପ ଖୋର୍ଦ୍ଧା, ସମ୍ବଲପୁର, ବରଗଡ଼, ସୋନପୁର, ଝାରସୁଗୁଡ଼ା, ଅନୁଗୁଳ, ଯାଜପୁର, ବାଲେଶ୍ୱର, କଟକ, ଭଦ୍ରକ, ରାୟଗଡ଼ା, ଢେଙ୍କାନାଳ, ପୁରୀ, କୋରାପୁଟ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ସ୍ଥାପନ ହେବ ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।