ଆଇଏଏସ୍‌ ସ୍ତରରେ ଅଦଳବଦଳ; ଜ୍ୟୋତିପ୍ରକାଶ ବୋର୍ଡ ସଭାପତି

ବୋର୍ଡ ସଭାପତି ଥିବା ରାମାଶିଷ ହାଜରାଙ୍କୁ ପ୍ରାଣୀ ସଂପଦ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।

BSE Office PhotoOR

ବୋର୍ଡ ଅଫିସ

Jitendra Garnayak
  • Published: Thursday, 17 August 2023
  • Updated: 17 August 2023, 06:55 PM IST

Sports

Latest News

ରାଜ୍ୟ ସରକାର ଆଜି ଆଇଏଏସ୍ ଅଫିସରସ୍ତରରେ ଏକ ଛୋଟଧରଣର ଅଦଳବଦଳ କରିଛନ୍ତି । କଟକରେ ଇନ୍ସପେକ୍ଟର ଜେନେରାଲ ଅଫ୍ ରେଜିଷ୍ଟ୍ରେସନ(ଆଇଜିଆର) ଭାବେ କାର୍ଯ୍ୟରତ ୨୦୧୦ ବ୍ୟାଚ୍ ଆଇଏଏସ୍ ଜ୍ୟୋତିପ୍ରକାଶ ଦାସଙ୍କ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ହେବେ । ସେ ଅତିରିକ୍ତ ଭାବେ ଏହି ନୂଆ ଦାୟିତ୍ୱ ତୁଲାଇବେ ।

ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ତଥା ୨୦୧୦ ବ୍ୟାଚ୍ ଆଇଏଏସ୍ ରମାଶିଷ ହାଜରାଙ୍କୁ ପଶୁପାଳନ ଓ ପ୍ରାଣୀଧନ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଅନ୍ୟପକ୍ଷରେ ସେଠାରେ ଥିବା ୨୦୧୪ ବ୍ୟାଚ୍ ଆଇଏଏସ୍ ଡଃ ୟେଦୁଲା ବିଜୟଙ୍କୁ ବିଜ୍ଞାନ ଓ କାରିଗରି କୌଶଳ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି ହୋଇଛି । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ତେବେ ୟେଦୁଲା ବିଜୟଙ୍କୁ ସରକାର କାହିଁକି ଏଭଳି ବଦଳି କରିଛନ୍ତି, ତାହା ଜଣାପଡ଼ିନି ।

Also Read

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story