୫ ଆଇପିଏସଙ୍କ ବଦଳି: କଟକ ଓ ନୟାଗଡ଼ରେ ନୂଆ ଏସପି

ମୋଟ ୬ଜଣ ପୁଲିସ ଅଫିସର (୫ ଆଇପିଏସ୍ ଓ ଜଣେ ଓପିଏସ)ଙ୍କ ବଦଳି ହୋଇଛି।

Lokaseva Bhaban PhotoOR

ଲୋକସେବା ଭବନ

Ordigital Desk
  • Published: Friday, 07 July 2023
  • Updated: 07 July 2023, 07:19 PM IST

Sports

Latest News

ରାଜ୍ୟ ସରକାର ଆଜି ଆଇପିଏସସ୍ତରରେ ଅଦଳବଦଳ କରିଛନ୍ତି । ନୟାଗଡ଼ ଓ କଟକରେ ନୂଆ ପୁଲିସ ଏସପିଙ୍କ ନିଯୁକ୍ତି ସମେତ ମୋଟ ୬ଜଣ ପୁଲିସ ଅଫିସର(୫ ଆଇପିଏସ୍ ଓ ଜଣେ ଓପିଏସ)ଙ୍କ ବଦଳି ହୋଇଛି ।

ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୨୦୦୩ ବ୍ୟାଚ୍ ଆଇପିଏସ୍ କେ.ସଫିନ ଅହମ୍ମଦଙ୍କୁ କ୍ରାଇମବ୍ରାଂଚ ଆଇଜି ଭାବେ ବଦଳି ହୋଇଛି । ସଫିନ ଏବେ ଏଚଆରପିସି ଆଇଜି ଅଛନ୍ତି । ସେହିପରି ପୁଲିସ ମୁଖ୍ୟାଳୟରେ କାର୍ଯ୍ୟରତ ଡିଆଇଜି ୨୦୦୭ ବ୍ୟାଚ୍ ଆଇପିଏସ୍ ସାର୍ଥକ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ସେବା ଓ ହୋମଗାର୍ଡ ଡିଆଇଜି ଭାବେ ବଦଳି ହୋଇଛି । ୨୦୦୮ ବ୍ୟାଚ୍ ଆଇପିଏସ୍ ସତ୍ୟଜିତ୍ ନାଏକଙ୍କୁ ଏଚଆରପିସି ଡିଆଇଜି , ୨୦୧୧ ବ୍ୟାଚ୍ ଆଇପିଏସ୍ ଯୁଗଳ କିଶୋର କୁମାର ବୋନଥଙ୍କୁ ପୁଲିସ ମୁଖ୍ୟାଳୟ ଅତିରିକ୍ତ ଆଇଜି ଭାବେ ବଦଳି କରାଯାଇଛି । ସତ୍ୟଜିତ୍ ଏବେ କମ୍ପ୍ୟୁଟର ଡିଆଇଜି ଓ ଯୁଗଳ ଏବେ କଟକ ଏସପି(ଗ୍ରାମାଂଚଳ) ଭାବେ କାର୍ଯ୍ୟ କରୁଛନ୍ତି ।

Also Read

ସେହିପରି ୨୦୧୫ ବ୍ୟାଚ୍ ଆଇପିଏସ୍ ରାହୁଲ ଜୈନଙ୍କୁ ନୟାଗଡ଼ ପୁଲିସ ଏସପି ଭାବେ ବଦଳି କରାଯାଇଛି । ଶ୍ରୀ ଜୈନ ଏବେ ମୁଖ୍ୟାଳୟ ଏସପି ଭାବେ କାର୍ଯ୍ୟରତ । ସେହିପରି ବରିଷ୍ଠ ଓପିଏସ୍ ମିହିର କୁମାର ପଣ୍ଡାଙ୍କୁ କଟକ ଏସପି ଭାବେ ବଦଳି ହୋଇଛି । ଶ୍ରୀ ପଣ୍ଡା ଏବେ ଭୁବନେଶ୍ୱର କମିଶନରେଟ ପୁଲିସର ସ୍ପେଶାଲ କ୍ରାଇମ ୟୁନିଟ୍ ଡିସିପି ଭାବେ କାର୍ଯ୍ୟ କରୁଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story