ଯାତ୍ରାରେ ଅଶ୍ଲୀଳ ନୃତ୍ୟକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଥିବା ବେଳେ ତୁଳସୀ ଗଣନାଟ୍ୟ କରିଛି ଭିନ୍ନ ପ୍ରୟାସ। ରାମାୟଣର କାହାଣୀ ଆଧାରରେ ଯାତ୍ରା ମଞ୍ଚରେ ନୃତ୍ୟ ପରିବେଷଣ କରିଛନ୍ତି ଏହାର କଳାକାରମାନେ, ଯାହା ଦର୍ଶକଙ୍କ ମନକୁ ବେଶ୍ ଛୁଇଁଛି। ଯେଉଁମାନେ ଯାତ୍ରାରେ ଅଶ୍ଲୀଳ ନୃତ୍ୟ ପରିବେଷଣ ନ କଲେ ଲୋକ ଆସିବେ ନାହିଁ ବୋଲି ଯୁକ୍ତି ବାଢ଼ୁଛନ୍ତି ବା ଏହାରି ସପକ୍ଷରେ କହୁଛନ୍ତି, ସେମାନଙ୍କ ଗାଲରେ ଏହା ଶକ୍ତ ଚାପୁଡ଼ା ସଦୃଶ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ନେଲେ ଶିଳ୍ପ ପାଇଁ, କଲେ ଆପାର୍ଟମେଣ୍ଟ
୫ ଏକର ଶିଳ୍ପ ଜମିକୁ ଘରବାରି କିସମରେ ପରିବର୍ତ୍ତନ କରିଦେବା ଘଟଣା। ରାଜସ୍ୱ ବିଭାଗ ନିର୍ଦ୍ଦେଶ ପରେ ବି ମାମଲା ରୁଜୁ କରୁନାହାନ୍ତି ଜିଲ୍ଲାପାଳ।
Miscellaneous
‘ରାଷ୍ଟ୍ରବାଦୀ ନେତା ଥିଲେ ଉତ୍କଳକେଶରୀ ଡକ୍ଟର ହରେକୃଷ୍ଣ ମହତାବ’
ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ମହାସମାରୋହ ପାଳିତ ହୋଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
Miscellaneous
୧୦ ଟଙ୍କାରେ ପାଇଲସ୍ ଭଲ ହୋଇଯିବ!
ବଡ଼ମ୍ବାରୁ ଆସିଥିବା ସତିଆ ମଉସା କଟକ ବାଲିଯାତ୍ରାରେ ବିକ୍ରି କରୁଛନ୍ତି ଏହି କାଠି।
Miscellaneous
ଆସନ୍ତାକାଲି ଭାଙ୍ଗାଯିବନି ବୈକୁଣ୍ଠଧାମ ଆଶ୍ରମ
ବୈକୁଣ୍ଠଧାମ ଆଶ୍ରମରେ ବାବା ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ଲୀଳାଖେଳା କରୁଥିଲେ। ପ୍ରତିଦିନ ଭକ୍ତଙ୍କୁ ଭେଟୁଥିଲେ ଓ ପ୍ରବଚନ ଦେଉଥିଲେ। ସେଥିପାଇଁ ଭକ୍ତଙ୍କ ପ୍ରବଳ ଭିଡ ଜମୁଥିଲେ।
Miscellaneous
ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ
ଆଗାମୀ ୫ ବର୍ଷରେ ମଧୁର ମାଛ ରପ୍ତାନି ପାଇଁ ଟାର୍ଗେଟ ରଖାଯାଇଛି। ଏଥିପାଇଁ ମତ୍ସ୍ୟ ଚାଷୀଙ୍କୁ ପ୍ରୋତ୍ସାହନ ଦିଆଯିବ। ବର୍ତ୍ତମାନ ରାଜ୍ୟରେ ୧୧.୫ ଲକ୍ଷ ମେଟ୍ରିକ୍ ଟନ ମଧୁର ମାଛ ଉତ୍ପାଦନ ହେଉଛି।