Advertisment

ବଦଳିବ କୋଠାର ରଙ୍ଗ

ରାଜ୍ୟରେ ସବୁ ନୂଆ ସରକାରୀ କୋଠାର ରଙ୍ଗ ଗୋଟିଏ ପ୍ରକାରର ହେବ।

author-image
Manoj Swain

ରାଜ୍ୟରେ ସବୁ ନୂଆ ସରକାରୀ କୋଠାର ରଙ୍ଗ ଗୋଟିଏ ପ୍ରକାରର ହେବ। ସେହିପରି ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ ବେଳେ ରଙ୍ଗ ବଦଳିବ। ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଇଆଇସି (ସିଭିଲ-କମ୍-ରୋଡ୍‌ସ), ଇଆଇସି (ଡିପିକ୍ୟୁ), ଓବି ଆଣ୍ଡ ସିସି ଏଲ୍‌ଟିଡି ଇଆଇସି ତଥା ଏମ୍‌ଡିଙ୍କୁ ଏନେଇ ଚିଠି କରାଯାଇଛି। 

Advertisment
Odisha