ରାଜ୍ୟରେ ସବୁ ନୂଆ ସରକାରୀ କୋଠାର ରଙ୍ଗ ଗୋଟିଏ ପ୍ରକାରର ହେବ। ସେହିପରି ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ ବେଳେ ରଙ୍ଗ ବଦଳିବ। ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଇଆଇସି (ସିଭିଲ-କମ୍-ରୋଡ୍ସ), ଇଆଇସି (ଡିପିକ୍ୟୁ), ଓବି ଆଣ୍ଡ ସିସି ଏଲ୍ଟିଡି ଇଆଇସି ତଥା ଏମ୍ଡିଙ୍କୁ ଏନେଇ ଚିଠି କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।