ଅଦ୍ୟତନ ହୋଇଛି
Puri temple
Advertisment
ବଡଦେଉଳରୁ ଖସିଛି ପଥର। ବଡଦେଉଳକୁ ଲାଗି ରହିଥିବା ବରାହ ମନ୍ଦିରରୁ ଆଜି ଭୋରରୁ ଏକ ପଥର ଖସିଛି। ପଥରଟି ଖସି ଏକାଦଶୀ ମନ୍ଦିର ଟିଣ ଛାତରେ ପଡ଼ିଥିଲା। ପରେ ପଥରଟି ତଳେ ପଡ଼ିଯାଇଥିଲା। ପଥର ଓଜନ ପ୍ରାୟ ଏକ କେଜିରୁ ଅଧିକ ହେବ।
Advertisment
ବଡ ଦେଉଳରୁ ଖସିଥିବା ପଥରଟିକୁ ଶ୍ରୀମନ୍ଦିରର କମାଣ୍ଡର ସଂଗ୍ରହ କରି ରଖିଛନ୍ତି। ଏନେଇ ଏଏସଆଇକୁ ସୂଚନା ଦେଇଛନ୍ତି। ଦକ୍ଷିଣ ଘର ପଛ ପାଖ ତଥା ବିମଳା ମନ୍ଦିର ସମ୍ମୁଖରେ ରହିଛି ବରାହ ମନ୍ଦିର। ଏଏସ୍ଆଇ ପକ୍ଷରୁ ଦକ୍ଷିଣ ଘର ଉପର ଅଂଶର ମରାମତି କରାଯାଇଥିଲା।
ମାଙ୍କଡ଼ମାନେ ଚଢ଼ିବା ଯୋଗୁ ଏହି ପଥର ଖସିଛି ନା ଆଉ କିଛି କାରଣ ଅଛି ତାହା ଜଣାପଡ଼ିନାହିଁ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1708656421.jpg)