'ଷ୍ଟର୍ମ' ନାଁ ଯେମିତି, ତୁଫାନୀ ଅନ୍ଦାଜରେ କାମ ବି ସେମିତି। ଯେଉଁଠି ମଣିଷ ପାରିଲାନି, ଯେଉଁଠି ଅତ୍ୟାଧୁନିକ ଯନ୍ତ୍ରାଂଶ ବି ଫେଲ୍ ମାରିଲା ସେଇଠି ସଫଳତାର ଅପରେସନ୍ ସାରି ଫେରି ଆସିଛି ଷ୍ଟର୍ମ। ଜୁଲାଇ ୩୦ ରାତିରେ ୱାୟନାଡରେ ଭୟଙ୍କର ଭୂସ୍ଖଳନ ପରେ ମାଟିତଳୁ ନିଖୋଜ ବ୍ୟକ୍ତିଙ୍କ ସନ୍ଧାନ ପାଇଁ ୱାୟନାଡ୍ ଯାଇ ଅଗଷ୍ଟ ୬ ତାରିଖରେ ରେସ୍କ୍ୟୁ ଅପରେସନରେ ସାମିଲ ହୋଇଥିଲା ଷ୍ଟର୍ମ। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଲାଗିଛି ଡୋରି ଯିବି ମୁଁ ପୁରୀ... ପାଦରେ ଚାରି ଧାମ୍ ଯାତ୍ରାରେ ୟୁପି ଯୁବକ
ଅଯୋଧ୍ୟାରୁ କାଶି ବିଶ୍ୱନାଥ ଯାଇଥିଲେ ମିଥିଲେଶ। ବାବାଙ୍କୁ ଦର୍ଶନ କରିବା ପରେ ସେ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ୫୩ ଦିନ ହେଲା ପାଦରେ ଚାଲୁଛନ୍ତି। ପିଠିରେ ଝୁଲୁଥିବା ବ୍ୟାଗରେ ତ୍ରିରଙ୍ଗା ଓ ସନାତନ ପତାକୁ ଉଡାଇ ଚାଲିଛନ୍ତି।
Miscellaneous
IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର
୪୦୯ ନଂ ରାଙ୍କରେ ଥିବା ସନ୍ତୋଷ କୁମାର ପାତ୍ରଙ୍କୁ ଓଡ଼ିଶା କ୍ୟାଡର। ୩୬ ନଂ ରାଙ୍କରେ ଥିବା ଆୟୁଷୀ ପ୍ରଧାନଙ୍କୁ ଆସାମ-ମେଘାଳୟ କ୍ୟାଡର। ୫୪ ନଂ ରାଙ୍କରେ ଥିବା ହରିୟାଣାର କଶିସ୍ ବକ୍ସିଙ୍କୁ ଓଡ଼ିଶା କ୍ୟାଡର। ୬୮ ନଂ ରାଙ୍କରେ ଥିବା କେରଳର କସ୍ତୁରୀ ସା'ଙ୍କୁ ଓଡ଼ିଶା କ୍ୟାଡର।
Miscellaneous
ମାଲକାନଗିରିରେ ହେବ ସିମେଣ୍ଟ କାରଖାନା, ନିଯୁକ୍ତି ପାଇବେ ୨୦୦୦
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାର ଦକ୍ଷିଣରୁ ଉତ୍ତରକୁ ଯୋଡାଯିବ। ମାଲକାନଗିରି ଶେଷ ସୀମା ମୋଟୁରୁ ମୟୂରଭଞ୍ଜର ତିରିଂ ପର୍ଯ୍ୟନ୍ତ ୬ ଲାଇନ୍ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ। ରେଳ ଲାଇନ୍ ଓ ଏନ୍ଏଚ୍ କାମକୁ ତ୍ୱରାନ୍ୱିତ କରାଯିବ।
Miscellaneous
ସାପ ଧରି ମେଡ଼ିକାଲ୍ରେ ପହଞ୍ଚିଲେ ଚାଷୀ
ଧାନ ଅମର କାମ ଚାଲିଛି। ତେଣୁ ଶୀତୁଆ ସକାଳରେ ବିଲକୁ କାମ କରିବା ପାଇଁ ଯାଇଥିଲେ ପାଖର ପଞ୍ଚାୟତ ସାନ ବିରିପଡା ଗାଁର ଭରତ ବେହେରା। ବିଲରେ କାମ କରୁଥିବା ବେଳେ ଏକ ବିଷଧର ସାପ ତାଙ୍କୁ ଦଂଶନ କରିଥିଲା।
Miscellaneous
୮ମାସ ପରେ କାର୍ଯ୍ୟକ୍ଷମ ହେବ ମହାନଦୀ ଟ୍ରିବ୍ୟୁନାଲ, ଜଷ୍ଟିସ ବେଲା ଏମ ତ୍ରିବେଦୀ ନୂଆ ଅଧ୍ୟକ୍ଷ
କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଜଷ୍ଟିସ ତ୍ରିବେଦୀଙ୍କୁ ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି ।