Advertisment

ଅକ୍ଟୋବର ୯ରେ ସୁଭଦ୍ରା ଟଙ୍କା

ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି।

author-image
Manoj Swain

ଦ୍ୱିତୀୟ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା କେବେ ଆସିବ ତାକୁ ନେଇ ମହିଳାଙ୍କ ମନରେ ଲାଗି ରହିଥିଲା ଆଶା ଆଶଙ୍କା। ଆଜି ଏହି ଦ୍ୱନ୍ଦ୍ୱ ଦୂର ହୋଇଛି। ଅକ୍ଟୋବର ୯ ତାରିଖରେ ମିଳିବ ଦ୍ୱିତୀୟ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା। ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି। 

Advertisment
Odisha Subhadra Yojana