ସୁଭଦ୍ରା ଯୋଜନା: କୋହଳ ହେଲା ନିୟମ, ଜରୁରୀ ନୁହେଁ ଆଧାର-ମୋବାଇଲ୍ ନମ୍ବର ଲିଙ୍କ୍  

ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ‘ସୁଭଦ୍ରା’ ସହାୟତା କେନ୍ଦ୍ର ପରିଦର୍ଶନ କରିବା ସହ ଯେଭଳି କୌଣସି ଜଣେବି ହିତାଧିକାରୀ ବାଦ୍ ନପଡ଼ିବେ ସେଥିପାଇଁ ବ୍ୟାପକ ସଚେତନତା ସୃଷ୍ଟି ସହ ସଜାଗ ରହିବାକୁ ଅଫିସରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Subhadra Yojana

Representational Image

Manoj Swain
  • Published: Thursday, 05 September 2024
  • Updated: 05 September 2024, 10:38 PM IST

Sports

Latest News

ରାଜ୍ୟରେ ବିଜେପି ସରକାରଙ୍କ ମହତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନା ପାଇଁ ଏବେ ରାଜ୍ୟବ୍ୟାପୀ ପଞ୍ଜିକରଣ ପ୍ରକ୍ରିୟା ଜାରି ରହିଛି । ତେବେ ରାଜ୍ୟ ସରକାର ଏବେ ଏହି ଯୋଜନାର ନିୟମକୁ ଆଜି ସାମାନ୍ୟ କୋହଳ କରିଛନ୍ତି । ଆଧାର ନମ୍ବର ସହିତ ମୋବାଇଲ ଫୋନ୍ ନମ୍ବର ଲିଙ୍କ୍ ହୋଇନଥିଲେ ମଧ୍ୟ ବାୟୋମେଟ୍ରିକ ପଦ୍ଧତିରେ ଆଧାର ପ୍ରମାଣୀକରଣ କରାଯାଇପାରିବ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି । ତେଣୁ ବିନା ମୋବାଇଲ୍ ନମ୍ବର ଲିଙ୍କରେ ମଧ୍ୟ ସୁଭଦ୍ରା ଯୋଜନା ପାଇଁ ଆବେଦନ ପୂରଣ ଓ ପଞ୍ଜିକରଣ କରିହେବ ବୋଲି ସରକାର କହିଛନ୍ତି ।

ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ‘ସୁଭଦ୍ରା’ ସହାୟତା କେନ୍ଦ୍ର ପରିଦର୍ଶନ କରିବା ସହ ଯେଭଳି କୌଣସି ଜଣେବି ହିତାଧିକାରୀ ବାଦ୍ ନପଡ଼ିବେ ସେଥିପାଇଁ ବ୍ୟାପକ ସଚେତନତା ସୃଷ୍ଟି ସହ ସଜାଗ ରହିବାକୁ ଅଫିସରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସୁଭଦ୍ରା ଯୋଜନା ପାଇଁ ପଞ୍ଜିକରଣର କୌଣସି ଶେଷ ତାରିଖ ନିର୍ଦ୍ଧାରଣ ହୋଇନଥିବାରୁ ଆବେଦନକାରୀମାନେ ବ୍ୟସ୍ତ ନହେବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି । ରାଜ୍ୟର ସମସ୍ତ ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ‘ସୁଭଦ୍ରା’ ଯୋଜନାର ଫର୍ମ ଉପଲବ୍ଧ ଅଛି । ସୁଭ୍ରଦା ଫର୍ମ ଦାଖଲ କରିବା ପାଇଁ ଆଧାର ସହିତ ମୋବାଇଲ୍ ନମ୍ବର ଲିଙ୍କ ହୋଇନଥିଲେ ମଧ୍ୟ ଆବେଦନ କରାଯାଇପାରିବ । ହିତାଧିକାରୀ ପଞ୍ଜିକରଣ ମଧ୍ୟ ହୋଇପାରିବେ ବୋଲି ଶ୍ରୀମତୀ ପରିଡ଼ା ସ୍ପଷ୍ଟ କରିଛନ୍ତି । ସୁଭଦ୍ରା ଯୋଜନାକୁ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ସନ୍ଦେହ ଥିଲେ ସେମାନେ ରାଜ୍ୟ ସରକାରଙ୍କ ସୁଭଦ୍ରା ହେଲପଲାଇନ୍ ନମ୍ବର-୧୪୬୭୮କୁ ଫୋନ୍ କରି ସହାୟତା ନେଇପାରିବେ ।

Also Read

ସୂଚନାଯୋଗ୍ୟ, ଚଳିତମାସ ୧୭ତାରିଖରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରାଯିବ । ଏଥିପାଇଁ ଚଳିତମାସ ୪ତାରିଖରୁ ଅନଲାଇନରେ ଫର୍ମ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରଥମ ଦୁଇଘଂଟାରେ ୮୦ହଜାରରୁ ଅଧିକ ଫର୍ମ ପଞ୍ଜିକୃତ ହେଶଇଛି । ରାଜ୍ୟ ସରକାର ଏହି ଯୋଜନା ମାଧ୍ୟମରେ ପ୍ରତ୍ୟେକ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ବାର୍ଷିକ ଦୁଇଟି କିସ୍ତିରେ ୧୦ହଜାର ଟଙ୍କା ଲେଖାଏଁ ୫ବର୍ଷ ନିମନ୍ତେ ଯୋଗାଇ ଦେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story