୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା

Pravati Parida

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

Madhupriya Mistry
  • Published: Saturday, 04 January 2025
  • Updated: 04 January 2025, 01:09 PM IST

Sports

Latest News

ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଟଙ୍କା। ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିବ। ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇନାହାନ୍ତି।

ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନ କଲା ଯାଏଁ ଚାଲିବ ପଞ୍ଜୀକରଣ। ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା। କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ଏକାଥରକେ ଦୁଇଟି କିସ୍ତିର ଟଙ୍କା ମିଳିବ।

Also Read

ବ୍ୟାଙ୍କ ଗୁଡିକ ସହିତ ବୈଠକ ସରିଲାଣି। ଏବେ ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲୁଛନ୍ତି। ତେଣୁ ଯାହାର ୫ ଏକର ଜମି ଅଛି ବା ନାହିଁ, ଏହି ଦ୍ୱନ୍ଦ୍ୱ ପାଇଁ ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story