Advertisment

ସୁଭଦ୍ରା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା

ବାଦ୍‌ ୨ ଲକ୍ଷ ୬୭ ହଜାର ମହିଳାଙ୍କ ପାଇଁ ମୋଡାଲିଟି ପ୍ରସ୍ତୁତ ହେବ: ଉପମୁଖ୍ୟମନ୍ତ୍ରୀ

author-image
Manoj Swain

ସୁଭଦ୍ରା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା। କହିଲେ, ଖୁବ୍‌ ଶୀଘ୍ର ସୁଭଦ୍ରାର ପ୍ରଥମ କିସ୍ତି ତୃତୀୟ ଦଫା ଟଙ୍କା ମିଳିବ। ଯେଉଁମାନେ ବାଦ୍‌ ପଡ଼ିଛନ୍ତି ସେମାନଙ୍କ ପାଇଁ ଗାଇଡଲାଇନ ଆସିବ। ବାଦ୍‌ ୨ ଲକ୍ଷ ୬୭ ହଜାର ମହିଳାଙ୍କ ପାଇଁ ମୋଡାଲିଟି ପ୍ରସ୍ତୁତ ହେବ ।

Advertisment
Odisha Pravati Parida Subhadra Yojana