ସୁଭଦ୍ରା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା। କହିଲେ, ଖୁବ୍ ଶୀଘ୍ର ସୁଭଦ୍ରାର ପ୍ରଥମ କିସ୍ତି ତୃତୀୟ ଦଫା ଟଙ୍କା ମିଳିବ। ଯେଉଁମାନେ ବାଦ୍ ପଡ଼ିଛନ୍ତି ସେମାନଙ୍କ ପାଇଁ ଗାଇଡଲାଇନ ଆସିବ। ବାଦ୍ ୨ ଲକ୍ଷ ୬୭ ହଜାର ମହିଳାଙ୍କ ପାଇଁ ମୋଡାଲିଟି ପ୍ରସ୍ତୁତ ହେବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜିଏସ୍ଟି ଚଢ଼ାଉ ପରେ ସୁନା ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା, କାଲି ଜୟପୁରରେ ୧୨ ଘଣ୍ଟା ପାଇଁ ବନ୍ଦ ରହିବ ସମସ୍ତ ଦୋକାନ
ଜୟପୁର ଚାମ୍ବର୍ ଅଫ୍ କମର୍ସ ପକ୍ଷରୁ ଦିଆଯାଇଛି ବନ୍ଦ ଡାକରା।
Miscellaneous
ବୋରୱେଲରୁ ବାହାରୁଛି ସୁନା !
ବୋରଓ୍ବେଲର ଗଭିର ଜଳ ଭିତରୁ ବାହାରୁଛି ସୁନ ଭଳି ଅବିକଳ ଦେଖାଯାଉଥିବା ଗୁଣ୍ଡ ।
Miscellaneous
ଆଜିଠାରୁ ନଦୀ ମୁହାଣ ଓ ସମୁଦ୍ରରେ ମାଛଧରା ନିଷେଧ
ବିରଳ ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ଏ କଟକଣା ଲାଗିଛି।
Miscellaneous
ଏଜିଙ୍କ ନିଯୁକ୍ତିର ୩ମାସ ପରେ ହାଇକୋର୍ଟରେ ନିଯୁକ୍ତି ପାଇଲେ ୩୬ଜଣ ‘ସରକାରୀ ଓକିଲ’
ହାଇକୋର୍ଟରେ ସରକାରୀ ଓକିଲ ଭାବେ କୈଳାସ ଚନ୍ଦ୍ର କରଙ୍କୁ ନିଯୁକ୍ତି ଦିଆଯାଇଛି । ଆଉ ହାଇକୋର୍ଟରେ ‘ଅତିରିକ୍ତ ସରକାରୀ ଓକିଲ’ ଭାବେ ଅନ୍ୟ ୩୫ଜଣ ବରିଷ୍ଠ ଓକିଲଙ୍କୁ ଅବସ୍ଥାପିତ କରାଯାଇଛି ।