ନଭେମ୍ବର ଶେଷ ସୁଦ୍ଧା ମିଳିବ ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା। ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଏହି ଟଙ୍କା ମିଳିବ। ଏନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ମଧ୍ୟାହ୍ନ ଭୋଜନରେ ଖାଲି ଭାତ, ପ୍ରଧାନ ଶିକ୍ଷକ ନିଲମ୍ବିତ
ଗତକାଲି ଏହି ସ୍କୁଲରେ ମଧ୍ୟାହ୍ନ ଭୋଜନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ କେବଳ ଭାତ ଖାଇବାକୁ ଦିଆଯାଇଥିଲା। ପିଲାମାନେ ତରକାରି ମାଗିବାରୁ ଲୁଣଲଙ୍କା ଲଗେଇ ଖାଇବାକୁ କହିଥିଲେ ଜଣେ ଶିକ୍ଷୟିତ୍ରୀ।
Miscellaneous
ଭିଜିଲାନ୍ସ ଜାଲରେ ପଡ଼ିଥିବା ବାବୁଙ୍କୁ ଘାଣ୍ଟିବ ଇଡି
ଆଇଟି, ଇଡି ସ୍କାନରରେ ଲାଞ୍ଚଆ ବଡ ବାବୁ । ସେମାନଙ୍କୁ ସମସ୍ତ ତଥ୍ୟ ଦେଇଛି ଭିଜିଲାନ୍ସ ।
Miscellaneous
ହୃଦଘାତରେ ସୁନା ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା; ଆଜି ଜୟପୁରରେ ଦୋକାନ ବଜାର ବନ୍ଦ
ସିଟି ଓ ଜିଏସଟି ଟିମ୍ର ଚଢ଼ାଉ ପରେ ହୃଦଘାତରେ ଜୟପୁରର ସୁନା ବ୍ୟବସାୟୀ ହରପ୍ରସାଦ ରାଓଙ୍କ ମୃତ୍ୟୁ ପ୍ରତିବାଦରେ ଏହି ବନ୍ଦ ପାଳନ କରାଯାଉଛି।
Miscellaneous
ଜିଏସ୍ଟି ଚଢ଼ାଉ ପରେ ସୁନା ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା, କାଲି ଜୟପୁରରେ ୧୨ ଘଣ୍ଟା ପାଇଁ ବନ୍ଦ ରହିବ ସମସ୍ତ ଦୋକାନ
ଜୟପୁର ଚାମ୍ବର୍ ଅଫ୍ କମର୍ସ ପକ୍ଷରୁ ଦିଆଯାଇଛି ବନ୍ଦ ଡାକରା।
Miscellaneous
ସୁଭଦ୍ରା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା
ବାଦ୍ ୨ ଲକ୍ଷ ୬୭ ହଜାର ମହିଳାଙ୍କ ପାଇଁ ମୋଡାଲିଟି ପ୍ରସ୍ତୁତ ହେବ: ଉପମୁଖ୍ୟମନ୍ତ୍ରୀ