ଅଦ୍ୟତନ ହୋଇଛି
‘ନଭେମ୍ବର ଶେଷ ସୁଦ୍ଧା ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ’ | Odisha Reporter
Advertisment
ନଭେମ୍ବର ଶେଷ ସୁଦ୍ଧା ମିଳିବ ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା। ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଏହି ଟଙ୍କା ମିଳିବ। ଏନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us