ସୁଭଦ୍ରା ଯୋଜନା; ପରୀକ୍ଷାମୂଳକ ଭାବେ ଖାତାକୁ ଗଲା ୧ ଟଙ୍କା

ସୁଭଦ୍ରା ଯୋଜନାକୁ ସ୍ୱାଗତ ପାଇଁ ଆଜି ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ବିଶାଳ ପଦଯାତ୍ରାରେ ଯୋଗଦେବା ଅବସରରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି। 

Manoj Swain
  • Published: Sunday, 15 September 2024
  • Updated: 15 September 2024, 08:38 PM IST

ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆଜି ଯାଇଛି ୧ଟଙ୍କା। ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯାଇଛି। ସୁଭଦ୍ରା ଯୋଜନାକୁ ସ୍ୱାଗତ ପାଇଁ ଆଜି ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ବିଶାଳ ପଦଯାତ୍ରାରେ ଯୋଗଦେବା ଅବସରରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos