Advertisment

ଯାହାଙ୍କ ଆକାଉଣ୍ଟକୁ ଟଙ୍କାଟେ ଯାଇନି, ସୁଭଦ୍ରା ଟଙ୍କା ପାଇବେ ତ ?

ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି।

Advertisment

ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି। ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଯିବ ଟଙ୍କା । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଆକାଉଣ୍ଟକୁ ୧ ଟଙ୍କା ନଆସିଥିଲେ ବି ୧୭ରେ ପାଇବେ ସୁଭଦ୍ରା ଟଙ୍କା ।

Advertisment
Odisha Subhadra Yojana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe