Advertisment

ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ନିଶ୍ୱାସ ନେବାରେ ସମସ୍ୟାକୁ ନେଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

author-image
Niharika Rout
sudarsan-pattnaik

sudarsan-pattnaik

ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ । ନିଶ୍ୱାସ ନେବାରେ ସମସ୍ୟାକୁ ନେଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିଜ ସୋଶାଲ ମିଡିଆ ହ୍ୟାଣ୍ଡେଲ ‘X’ରେ ନିଜ ଅସୁସ୍ଥତା ବାବଦରେ ସୂଚନା ଦେଲେ ସୁଦର୍ଶନ।

Advertisment
Bhubaneswar Sudarsan Pattnaik