ପୂର୍ବତନ ସରକାର ଓ ବିଜେଡିର ଅଘୋଷିତ ସର୍ବେସର୍ବା ଭି. କେ. ପାଣ୍ଡିଆନଙ୍କ ପତ୍ନୀ ତଥା ବରିଷ୍ଠ ଆଇଏଏସ୍ ଅଧିକାରିଣୀ ସୁଜାତା କାର୍ତ୍ତିକେୟନ ଛୁଟିରୁ ଫେରିବା ପରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ୬ ମାସ ପାଇଁ କାର୍ଯ୍ୟରୁ ଦୂରରେ ରହିଥିବା ସୁଜାତା ନଭେମ୍ବର ୨୭ରେ ଅର୍ଥାତ୍ ଆଜି ନିଜର ପୂର୍ବ ବିଭାଗ ଅର୍ଥ ବିଭାଗର ଯୁଗ୍ମ ସଚିବ ଭାବେ ଯୋଗ ଦେଇଛନ୍ତି । ତେବେ ସେ ଏହି ବିଭାଗରେ ରହିବେ ନା ତାଙ୍କୁ କେଉଁ ଦାୟିତ୍ୱ ଦିଆଯିବ, ସେ ନେଇ ନାନା ଚର୍ଚ୍ଚା ଜୋର ଧରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।
Miscellaneous
ଆମ୍ବଟାକୁଆ ମୃତ୍ୟୁ ଅନାହାରଜନିତ ନୁହେଁ, ଫୁଡ୍ ପଏଜନିଂ ପାଇଁ ହୋଇଛି : ଖାଦ୍ୟଯୋଗାଣ ମନ୍ତ୍ରୀ
ଅନାହାର ଯୋଗୁ ଆମ୍ବଟାକୁଆ ଜାଉ ଖାଇବା ଘଟଣା ସମ୍ପୂର୍ଣ୍ଣ ମିଛ । ବିରୋଧୀ ଦଳ ଅପ୍ରସଙ୍ଗକୁ ପ୍ରସଙ୍ଗ କରୁଛି ।
Miscellaneous
ପାଠଶାଳାରେ ନୂଆ ବିଦ୍ୟାର୍ଥୀ: ରାଧିକା ଓ ଜଗୁ
ଗୋଠ ଛଡା ହେଉ ବା ଶିଶୁ ହାତୀକୁ ତାଲିମ ଦେବା ପାଇଁ କୁମାରଖୁଣ୍ଟିରେ ରହିଛି ପାଠଶାଳା। ଆସାମରୁ ଆସିଥିବା ମାହୁନ୍ତ ଓ ବିଶେଷଜ୍ଞମାନେ ହାତୀଙ୍କୁ ପାଠ ପଢ଼ାଉଛନ୍ତି।
Miscellaneous
ଗୁହାଳରେ ପଶି ବାଛୁରୀ ନେଇଗଲା ବାଘ!
ଉଦଳା ବନାଞ୍ଚଳ ଚଡଦା ଗାଁର ଶଙ୍କର ମାରାଣ୍ଡି ମଙ୍ଗଳବାର ରାତିରେ ନିଜ ଗୁହାଳରେ ବାଛୁରୀ ବାନ୍ଧି ଥିଲେ। କିନ୍ତୁ ଆଜି ସକାଳେ ଗୁହାଳରେ ବାଛୁରୀକୁ ପାଇନଥିଲେ। ବହୁ ଖୋଜା ଖୋଜି ପରେ ବିଲ ମଝିରେ ବାଛୁରୀର କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ।
Miscellaneous
କାର୍ଯ୍ୟରେ ଯୋଗଦେଲେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ
ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିଲେ ସୁଜାତା।