ଚାଇଲ୍ଡ ପର୍ଣ୍ଣୋଗ୍ରାଫିକୁ ନେଇ ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ପିଲାଙ୍କ ସହ ଜଡିତ ଅଶ୍ଳୀଳ କଣ୍ଟେଣ୍ଟ ଦେଖିବା, ପ୍ରକାଶିତ କରିବା କିମ୍ବା ଏହାକୁ ଡାଉନ୍ଲୋଡ୍ କରିବା ଦଣ୍ଡନୀୟ ଅପରାଧ। ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଡାଉନଲୋଡ୍ କିମ୍ବା ଦେଖିବା POCSO ଅଧିନିୟମ ଅଟେ। ଦେଖନ୍ତୁ ପୂରା ରିପୋର୍ଟ।