ସାଇବର କାଫେରେ OSSSC କରୁଛି ପରୀକ୍ଷା ! କାନ୍ଦି କାନ୍ଦି ଜଣେ ପରୀକ୍ଷାର୍ଥୀ କହିଲେ, ସେଣ୍ଟରରେ ଥଣ୍ଡା ପିଆଇ ଆମକୁ ବସେଇ ଦେଲେ, କହିଲେ ତୁମେ ଏଠି ବସିଥାଅ ସମୟ ଆରମ୍ଭ ହେଲେ ପରୀକ୍ଷା ଦେବ । ଆମେ କମ୍ପ୍ୟୁଟର ପାଖକୁ ଗଲାବେଳକୁ ପରୀକ୍ଷା ସମୟ ସରିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।
Miscellaneous
ଇଣ୍ଡିଆ ଫୋର୍ବସ ସିଲେକ୍ଟ-୨୦୦ ତାଲିକାରେ ଓଟିଭି
ବିଶ୍ୱର ପ୍ରତିଟି ଓଡ଼ିଆଙ୍କୁ ଭିନ୍ନ ଭିନ୍ନ ପ୍ଲାଟଫର୍ମରେ ଯୋଡ଼ି ପାରିଥିବା ଓଟିଭି ଅନ୍ୟ ସମସାମୟିକଙ୍କଠାରୁ ବହୁ ଆଗରେ। ଓଟିଭିର ପରିଚାଳନା ନିର୍ଦ୍ଦେଶିକା ଜଗି ମଙ୍ଗତ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ବଳିଷ୍ଠ ମାର୍ଗଦର୍ଶନରେ ଏହି ସଫଳତା ହାସଲ କରିଛି ଓଟିଭି।