ଭଦ୍ରକରେ ଟେକ୍ସଟାଇଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବ୍ୟବସ୍ଥା କରାଯାଉଥିବା ନେଇ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ସୂଚନା ଦେଇଛନ୍ତି। ଆଜି ଗୃହରେ ସେ କହିଛନ୍ତି, ପାରାଦୀପରେ ଏକ ମେଗା ଫିଡ କ୍ରାକର ପ୍ଲାଣ୍ଟ ପ୍ରତିଷ୍ଠା ହେବ। ଏହି ପ୍ଲାଣ୍ଟର ବାଏ ପ୍ରଡକ୍ଟ ଭଦ୍ରକ ଟେକ୍ସଟାଇଲ ପାର୍କରେ ବ୍ୟବହାର କରାଯିବ। IOCL ସହ ମିଳିତ ଭାବେ ଏହି କାମ ହେବ। ଆଜି ବିଧାନସଭାରେ ବିଧାୟକ ସଞ୍ଜୀବ ମଲ୍ଲିଙ୍କ ଏକ ପ୍ରଶ୍ନର ଉତ୍ତରରେ ଏହ କହିଛନ୍ତି ଶିଳ୍ପ ମନ୍ତ୍ରୀ ।
Also Read
ଏଥି ସହିତ ରାଜ୍ୟରେ ଅଧିକ MSME ପାର୍କ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। MSME ୟୁନିଟ ବଢିଲେ ହିଁ ନିଯୁକ୍ତି ସୁଯୋଗ ବଢିବ ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋଷଙ୍କ ପ୍ରଶ୍ନରେ ମନ୍ତ୍ରୀ କହିଛନ୍ତି, ସ୍ଥାନୀୟ ଅଞ୍ଚଳର ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ପାଇଁ ବିଧାୟକମାନେ କହିବା ଉଚିତ୍। ଯଦି ପ୍ରଶାସନ ନ ଶୁଣେ, ତେବେ ମୋ ସହ ଆଲୋଚନା କରନ୍ତୁ ବୋଲି ମନ୍ତ୍ରୀ ଗୃହରେ କହିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।