ଆଜିଠୁ ଚିଲିକାରେ ପକ୍ଷୀଗଣନା

ଜଳଭାଗରେ ୧୯ଟି ଟିମ୍‌ ଓ ସ୍ଥଳ ଭାଗରେ ୨ଟି ଟିମ୍‌ ରହି ଗଣନା କାର୍ଯ୍ୟ ଆରମ୍ଭ କରିଛନ୍ତି । ଜିପିଏସ, କ୍ୟାମେରା, ବାଇନାକୁଲାର ମାଧମରେ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି ।

Manoj Swain
  • Published: Thursday, 04 January 2024
  • Updated: 04 January 2024, 03:55 PM IST

Sports

Latest News

ଆଜିଠାରୁ ଚିଲିକାରେ ପକ୍ଷୀଗଣନା ଆରମ୍ଭ ହୋଇଛି । ବିଦେଶାଗତ ପକ୍ଷୀଙ୍କ ଗଣନା ଲାଗି ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡା ଓ ଚିଲିକା ଆଦି ୫ଟି ରେଞ୍ଜ ଲାଗି ୨୧ଟି ଟିମ୍ ଗଠନ କରାଯାଇଛି। ପ୍ରତ୍ୟେକ ଟିମରେ ୫ରୁ ୬ଜଣ ପକ୍ଷୀ ବିଶେଷଜ୍ଞ ରହିଛନ୍ତି। ସକାଳ ସାଢେ ପାଞ୍ଚଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ପକ୍ଷୀ ଗଣନା ଚାଲିବ। ଜଳଭାଗରେ ୧୯ଟି ଟିମ୍‌ ଓ ସ୍ଥଳ ଭାଗରେ ୨ଟି ଟିମ୍‌ ରହି ଗଣନା କାର୍ଯ୍ୟ ଆରମ୍ଭ କରିଛନ୍ତି । ଜିପିଏସ, କ୍ୟାମେରା, ବାଇନାକୁଲାର ମାଧମରେ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos