କେମିତି ହୁଏ ପକ୍ଷୀ ଗଣନା ? | Bird Census Methods Explained | Odisha Reporter
Advertisment
ଆଜିଠାରୁ ଚିଲିକାରେ ପକ୍ଷୀଗଣନା ଆରମ୍ଭ ହୋଇଛି । ବିଦେଶାଗତ ପକ୍ଷୀଙ୍କ ଗଣନା ଲାଗି ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡା ଓ ଚିଲିକା ଆଦି ୫ଟି ରେଞ୍ଜ ଲାଗି ୨୧ଟି ଟିମ୍ ଗଠନ କରାଯାଇଛି। ପ୍ରତ୍ୟେକ ଟିମରେ ୫ରୁ ୬ଜଣ ପକ୍ଷୀ ବିଶେଷଜ୍ଞ ରହିଛନ୍ତି। ସକାଳ ସାଢେ ପାଞ୍ଚଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ପକ୍ଷୀ ଗଣନା ଚାଲିବ। ଜଳଭାଗରେ ୧୯ଟି ଟିମ୍ ଓ ସ୍ଥଳ ଭାଗରେ ୨ଟି ଟିମ୍ ରହି ଗଣନା କାର୍ଯ୍ୟ ଆରମ୍ଭ କରିଛନ୍ତି । ଜିପିଏସ, କ୍ୟାମେରା, ବାଇନାକୁଲାର ମାଧମରେ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us