ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ। ପୁରୀ ଟାଉନ ହଲ୍ ପରିସରରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏବର୍ଷ କିପରି ସୁରୁଖୁରୁରେ ଶାନ୍ତି ଶୃଙ୍ଖଳାର ସହ ଘୋଷଯାତ୍ରା କରାଯିବ, ତା’ ଉପରେ ବିଭିନ୍ନ ଉନ୍ନତୀକରଣ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯିବ।
ବିଶେଷ କରି ରାସ୍ତାଘାଟ, ସ୍ୱାସ୍ଥ୍ୟ, ପରିମଳ, ବିଦ୍ୟୁତ୍ କରଣ, ଆଇନ ଶୃଙ୍ଖଳା ବ୍ୟବସ୍ଥା, ଯାତ୍ରୀ ପାର୍କିଂ, ଏହାସହ ମହାପ୍ରଭୁଙ୍କ ନୀତିକାନ୍ତି ଶୃଙ୍ଖଳିତ
Also Read
ଏହା ସହିତ ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ ନିଜ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ ଦିଆଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜସ୍ୱ ବିଭାଗର ଚେତାବନୀ: ହ୍ରାସପାଇଲାଣି ସରକାରୀ ଜମି, ଆଉ ମନଇଚ୍ଛା ପ୍ରସ୍ତାବ ଦିଅନି
ଆଉ ମନଇଚ୍ଛା ଜମି ହସ୍ତାନ୍ତର ପାଇଁ ପ୍ରସ୍ତାବ ନଦେଇ ବାସ୍ତବରେ ଆବଶ୍ୟକ ହେଉଥିବା ଜମିର ବିବେକାନୁମୋଦିତ ସଠିକ୍ ଆକଳନ କରାଯାଉ।
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।
Miscellaneous
‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ୨୪ରେ ଆସିବ କେନ୍ଦ୍ରୀୟ ଟିମ୍
କେନ୍ଦ୍ରୀୟ ଟିମ୍ ଫେରିଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରୀୟ ଟିମ୍ ରିପୋର୍ଟ ଆଧାରରେ କେନ୍ଦ୍ର ସରକାରଙ୍କ ସହାୟତା ରାଶି ଆସିବ।
Miscellaneous
୬ ମାସ ହେଲା କଲବଲ କରୁଛନ୍ତି ପିମ୍ପୁଡ଼ି, ଅତିଷ୍ଠ ହେଲେଣି ଗ୍ରାମବାସୀ
ଗାଁରେ ଖେଳି ଯାଇଛି ପିମ୍ପୁଡି ଆତଙ୍କ । ୬ ମାସ ହେଲା କଲବଲ କରୁଛନ୍ତି । ବଞ୍ଚିବାକୁ ଦେଉ ନାହାନ୍ତି। ପିମ୍ପୁଡ଼ି ଦାଉରେ ଅତିଷ୍ଠ ହୋଇପଡ଼ିଲେଣି ଲୋକେ । ନା ଖାଇ ପାରୁଛନ୍ତି ନା ଶୋଇ ପାରୁଛନ୍ତି।
Miscellaneous
ଖୋଲିଲା ଧାନ ମଣ୍ଡି, ମନ୍ତ୍ରୀ କହିଲେ- ଚାଷୀଙ୍କ ପାଇଁ ଆଜି ଉତ୍ସବର ଦିନ
ଚଳିତ ବର୍ଷ ମୋହନ ମାଝୀ ସରକାର ଅମଳରେ କଟନୀ ଛଟନୀ ସମସ୍ୟା ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ କ୍ୱିଣ୍ଟାଲ ପ୍ରତି ଚାଷୀ ୩୧ ଶହ ଟଙ୍କା ପାଇବେ । ଏଥିସହ ଧାନର କଳାବଜାରୀ ରୋକିବାକୁ ସୀମା ସିଲ୍ କରାଯିବ ।