କେନ୍ଦୁଝର ଜିଲ୍ଲା ବନଖଣ୍ଡ ମୈଦାନକାଲ ବିଟ ଅଞ୍ଚଳର ବାରଖଣ୍ଡା ଜଙ୍ଗଲରେ ଅସୁସ୍ଥ ଭାଲୁକୁ ଉଦ୍ଧାର କରିଛି ବନ ବିଭାଗ। ଆଜି ସକାଳୁ ଏକ ବଣୁଆ ଭାଲୁ ବାରଖଣ୍ଡା ଜିଙ୍ଗଲ ନିକଟରେ ପଡ଼ି ଛଟପଟ ହେଉଥିଲା। ତା ସହ ଭାଲୁଟି ବହୁ ଜୋରରେ ଚିତ୍କାର କରୁଥିଲା। ଏହା ଦେଖି ଗାଁ ଲୋକେ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ଟିମ୍ ତୁରନ୍ତ ଘଟଣାସ୍ଥଲରେ ପାହଞ୍ଚି ଅସୁସ୍ଥ ଭାଲୁ ଟିକୁ ଉଦ୍ଧାର କରିଥିଲେ।
Also Read
ବଣୁଆ ଭାଲୁଟିକୁ ବନ ବିଭାଗ ଜଙ୍ଗଲରୁ ଆଣି ସଦର ରେଞ୍ଜା ଆଫିସ୍ ରେ ରଖି ଚିକିତ୍ସା କରୁଛିl ପ୍ରାଥମିକ ଭାବରେ ଭାଲୁର ଶୀରା ପ୍ରସିରା ଜନିତ ସମାସ୍ୟା ଥିବା ଅନୁମାନ କରାଯାଉଛି। ଭାଲୁଟି ସୁସ୍ଥ ହେବା ପରେ ତାକୁ ଜଙ୍ଗଲ ରେ ଛାଡ଼ି ଦିଆଯିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।