ନଭେମ୍ବର ଶେଷ ସପ୍ତାହରେ ୨ଥର ଓଡ଼ିଶା ଆସିବେ ରାଷ୍ଟ୍ରପତି

ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଚଳିତମାସ ୨୦ରୁ ୨୨ତାରିଖ ପର୍ଯ୍ୟନ୍ତ ୩ଦିନ ମୟୂରଭଞ୍ଜ, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ।

ଓଡ଼ିଶା ଆସିବେ ରାଷ୍ଟ୍ରପତି PhotoOR

President

Ordigital Desk
  • Published: Wednesday, 15 November 2023
  • Updated: 15 November 2023, 08:51 PM IST

ଚଳିତମାସ ଶେଷ ସପ୍ତାହରେ ଦୁଇଥର ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମ ପର୍ଯ୍ୟାୟରେ ନଭେମ୍ବର ୨୦ରୁ ୨୨ତାରିଖ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୨୬ରୁ ୨୭ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟସୂଚୀ ଚୂଡ଼ାନ୍ତ ହୋଇଛି । ଆଜି ଏନେଇ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ରାଷ୍ଟ୍ରପତି ଓଡ଼ିଶାରେ ପହଂଚିବାଠୁ ଆରମ୍ଭ କରି ଗସ୍ତ କାର୍ଯ୍ୟକ୍ରମ ସାରି ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକ୍ରମ ଉପରେ ଟିିକିନିଖି ଆଲୋଚନା ହୋଇଥିଲା ।

ଗସ୍ତ କାର୍ଯ୍ୟକ୍ରମ ଅନୁସାରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଚଳିତମାସ ୨୦ରୁ ୨୨ତାରିଖ ପର୍ଯ୍ୟନ୍ତ ୩ଦିନ ମୟୂରଭଞ୍ଜ, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେହିପରି ପୁଣିଥରେ ନଭେମ୍ବର ୨୬ତାରିଖ ଅପରାହ୍ୱରେ ଭୁବନେଶ୍ୱରରେ ପହଂଚି ୨୭ତାରିଖରେ ପାରାଦୀପ ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗ ଦେବେ । ଉଭୟ ପର୍ଯ୍ୟାୟରେ ରାଷ୍ଟ୍ରପତିଙ୍କ ଏହି ୫ଦିନିଆ ଗସ୍ତ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୁରକ୍ଷିତ କରିବା ପାଇଁ ମୁଖ୍ୟ ସଚିବ ଶ୍ରୀ ଜେନା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

Also Read

ଆଜିର ପ୍ରସ୍ତୁତି ବୈଠକରେ ଉନ୍ନୟନ କମିଶନରଙ୍କ ସମେତ ଗୃହ ସଚିବ, ପୁଲିସ ଡିଜି, ପୁଲିସ କମିଶନର ଓ ବରିଷ୍ଠ ପୁଲିସ ଅଧିକାରୀଙ୍କ ସମେତ ଆରଡିସି, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଏସପିମାନେ ଉପସ୍ଥିତ ଥିଲେ । ସମସ୍ତ ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ବ୍ୟବସ୍ଥା ସହିତ ଜେନେରେଟର ଓ ଅତିରିକ୍ତ ଜେନେରେଟର ରଖିବା ଓ ଏହାକୁ ସୁନିଶ୍ଚିତ କରିବାକୁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story