ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଛି ୧୧୦ କେଜିର ବିରାଟ ମାଛ। ଯାହାକୁ ଦେଖିବାକୁ ଦୀଘା ମୁହାଣରେ ଥିବା ମାଛ ମାର୍କେଟରେ ଲୋକଙ୍କ ଭିଡ଼ ଜମିଥିଲା। ଏହି ବିରାଟ ମାଛଟିକୁ ଭୋଲା ମାଛ ବୋଲି କୁହାଯାଉଛି।
ପାରାଦ୍ୱୀପ ପୋର୍ଟରୁ ମତ୍ସ୍ୟଜୀବୀମାନେ ଏହି ମାଛଟିକୁ ଧରି ଦୀଘା ମୁହାଣରେ ଥିବା ମାଛ ମାର୍କେଟକୁ ବିକ୍ରି କରିବା ପାଇଁ ଆଣିଥିଲେ। ଏହି ମାଛଟିକୁ BBC ନାମକ ଏକ କମ୍ପାନୀ କିଣିଥିବା ଜଣାପଡ଼ିଛି। ଏହି ମାଛଟି ମୂଲ୍ୟ୨୫୦୦୦। ଯାହାକୁ ବିଦେଶକୁ ରପ୍ତାନି କରାଯିବ।
Also Read
ଏହି ମାଛ ଗଭୀର ସମୁଦ୍ରରେ ରହିଥାନ୍ତି। ମାଛଟିକୁ ଦେଖିବାକୁ ମାଛ ମାର୍କେଟରେ ଲୋକଙ୍କ ଭିଡ଼ ଜମିଥିଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।