ଅଦ୍ୟତନ ହୋଇଛି
fish
Advertisment
ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଛି ୧୧୦ କେଜିର ବିରାଟ ମାଛ। ଯାହାକୁ ଦେଖିବାକୁ ଦୀଘା ମୁହାଣରେ ଥିବା ମାଛ ମାର୍କେଟରେ ଲୋକଙ୍କ ଭିଡ଼ ଜମିଥିଲା। ଏହି ବିରାଟ ମାଛଟିକୁ ଭୋଲା ମାଛ ବୋଲି କୁହାଯାଉଛି।
Advertisment
ପାରାଦ୍ୱୀପ ପୋର୍ଟରୁ ମତ୍ସ୍ୟଜୀବୀମାନେ ଏହି ମାଛଟିକୁ ଧରି ଦୀଘା ମୁହାଣରେ ଥିବା ମାଛ ମାର୍କେଟକୁ ବିକ୍ରି କରିବା ପାଇଁ ଆଣିଥିଲେ। ଏହି ମାଛଟିକୁ BBC ନାମକ ଏକ କମ୍ପାନୀ କିଣିଥିବା ଜଣାପଡ଼ିଛି। ଏହି ମାଛଟି ମୂଲ୍ୟ୨୫୦୦୦। ଯାହାକୁ ବିଦେଶକୁ ରପ୍ତାନି କରାଯିବ।
ଏହି ମାଛ ଗଭୀର ସମୁଦ୍ରରେ ରହିଥାନ୍ତି। ମାଛଟିକୁ ଦେଖିବାକୁ ମାଛ ମାର୍କେଟରେ ଲୋକଙ୍କ ଭିଡ଼ ଜମିଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/fish_1696320939.jpg)