ଆସନ୍ତାକାଲିଠୁ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦର ଚେତାବନୀ ଦେଲେ ସଚିବାଳୟ କର୍ମଚାରୀ

ଆସନ୍ତାକାଲି ଅର୍ଥାତ ଫେବୃୟାରୀ ୧୩ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନର ଚେତାବନୀ ଦେଇଛି ଓଡ଼ିଶା ସଚିବାଳୟ ସେବା ସଂଘ।

secretariat

secretariat

Ordigital Desk
  • Published: Monday, 12 February 2024
  • Updated: 12 February 2024, 10:45 PM IST

Sports

Latest News

ଆସନ୍ତାକାଲି ଅର୍ଥାତ ଫେବୃୟାରୀ ୧୩ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନର ଚେତାବନୀ ଦେଇଛି ଓଡ଼ିଶା ସଚିବାଳୟ ସେବା ସଂଘ। ସରକାରଙ୍କ ସହ ବାରମ୍ବାର ଆଲୋଚନା ସତ୍ତ୍ୱେ ଦାବି ପୂରଣ ହେଉନଥିବାରୁ ସଚିବାଳୟ ସେବା କ୍ୟାଡ଼ରର କର୍ମଚାରୀମାନେ ଏହି ଆନ୍ଦୋଳନ ଡାକରା ଦେଇଛନ୍ତି । କୌଣସି ଅଧିକ ଆଲୋଚନା ଓ ପର୍ଯ୍ୟାଲୋଚନା ନକରି ସଂଘର ଦାବି ତୁରନ୍ତ ପୂରଣ କରିବା ପାଇଁ ସରକାରଙ୍କୁ ଚେତାବନୀ ଦେଇଛି ସଂଘ । ଏହି କର୍ମଚାରୀମାନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ ସଚିବାଳୟ କାର୍ଯ୍ୟ ଠପ୍ ହୋଇଯିବାର ଆଶଙ୍କା ରହିଛି।

Also Read

ସଚିବାଳୟ ସେବା ସଂଘର ସାଧାରଣ ସମ୍ପାଦକ ପ୍ରଯତ୍ନ ବରାଳ ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ଆଜି ସଂଘର ଏକ ଜରୁରୀକାଳୀନ ସାଧାରଣ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ସଂଘର ସଦସ୍ୟମାନେ ଏକତ୍ରିତ ହୋଇ ସରକାରଙ୍କ ବୈମାତୃକ ମନୋଭାବ ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲେ। ସଂଘ ତରଫରୁ ଦୀର୍ଘଦିନ ଧରି ସରକାରଙ୍କୁ ଦିଆଯାଇଥିବା ନ୍ୟାଯ୍ୟ ଦାବି ଉପରେ ବାରମ୍ବାର ପ୍ରଶାସନିକ ଓ ରାଜନୀତିକସ୍ତରରେ ଆଲୋଚନା ସତ୍ତ୍ୱେ ପ୍ରଶାସନର ଉଦାସୀନତା ଯୋଗୁ କୌଣସି ସୁଫଳ ମିଳିପାରିନାହିିଁଁ । ତେଣୁ ପ୍ରଶାସନର ଏହି ଉଦାସୀନତା ମନୋଭାବକୁ ଆଉ ବରଦାସ୍ତ କରାଯିବ ନାହିଁ ବୋଲି ସାଧାରଣ ସମ୍ପାଦକ ପ୍ରଯତ୍ନ ବରାଳ କହିଛନ୍ତି।

ସଂଘର ଦାବି ଉପରେ ମୁଖ୍ୟମନ୍ତ୍ରୀ ଓ ଫାଇଭ-ଟି ଅଧ୍ୟକ୍ଷଙ୍କ ହସ୍ତକ୍ଷେପ ନିମନ୍ତେ ଆସନ୍ତାକାଲିଠୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ କାର୍ଯ୍ୟ ବନ୍ଦ କରି ପଂଚାୟତିରାଜ ବିଭାଗ ପଡ଼ଇଆରେ ସମ୍ମିଳିତ ହୋଇ ଧାରଣାରେ ବସିବା ପାଇଁ ସଂଘର ସାଧାରଣ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story