କଟକ ଓ ବାଲେଶ୍ୱରରେ ବାଜପେୟୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବେ ରାଜ୍ୟ ସରକାର

ବିଭାଗୀୟ ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଏକ ବୈଠକରେ ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ର୍ନିମାଣ ଓ ସ୍ଥାପନ ନିମନ୍ତେ ଏକ ସାରଣୀ ପ୍ରସ୍ତୁତ କରାଯାଇଛି ।

Atal Bihari Vajpayee

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀ (ଫାଇଲ ଫଟୋ)

Manoj Swain
  • Published: Wednesday, 16 October 2024
  • Updated: 16 October 2024, 10:33 PM IST

Sports

Latest News

ରାଜ୍ୟ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି କଟକ ଓ ସମ୍ବଲପୁରରେ ସ୍ଥାପନ କରିବେ । ଏହାସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପନ କରିବାକୁ ରାଜ୍ୟ ସରକାର ଆଜି ବିଧିବଦ୍ଧ ନିଷ୍ପତ୍ତି ନେଇଛନ୍ତି ।

ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା କେନ୍ଦ୍ରାପଡ଼ାରେ ଭଜନସମ୍ରାଟ ଭିକାରୀ ବଳ, ବଲାଙ୍ଗୀରରେ ଧରମସିଂହ ମାନ୍ଧତା ମାଝୀ, ଭୁବନେଶ୍ୱରରେ କୁନ୍ତଳା କୁମାରୀ ସାବତ ଓ କବି ଶେଖର ଚିନ୍ତାମଣୀ ମହାନ୍ତି, ବ୍ରହ୍ମପୁରରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ, ଭଦ୍ରକରେ ଗୋକୁଳାନନ୍ଦ ମହାନ୍ତି, କେନ୍ଦୁଝରରେ ରତନା ନାୟକ, ସମ୍ବଲପୁରରେ ଅଟଳବିହାରୀ ବାଜପେୟୀ ଓ ବୀରସୁରେନ୍ଦ୍ର ସାଏ, କଟକରେ ନେତାଜୀ ସୁବାସଚନ୍ଦ୍ର ବୋଷ, ମଧୁସୂଦନ ଦାସ ଓ ଅଟଳ ବିହାରୀ ବାଜପେୟୀ, ବରଗଡ଼ରେ ଗଙ୍ଗାଧର ମେହେର, ବାଲେଶ୍ୱରରେ ଫକୀରମୋହନ ସେନାପତି ଓ ବାଘାଯତୀନ, ପୁରୀ ଡେଲାଙ୍ଗରେ ବୌଦ୍ଧଧର୍ମ ବିଶାରଦ ଡିଗନାଗ, ମାଲକାନଗିରିରେ ତାମ୍ମା ଦୋରା ଓ ଭୁବନରେ ବାଜିରାଉତଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ସେହିପରି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ଓ ପ୍ରଥମ ଓଡ଼ିଆ ଶଙ୍କରାଚାର୍ଯ୍ୟ ଶ୍ରୀଧର ସ୍ୱାମୀଙ୍କ ପ୍ରତିମୂର୍ତ୍ତି ମଧ୍ୟ ସ୍ଥାପନ କରାଯିବ ।

Also Read

ବିଭାଗୀୟ ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଏକ ବୈଠକରେ ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ର୍ନିମାଣ ଓ ସ୍ଥାପନ ନିମନ୍ତେ ଏକ ସାରଣୀ ପ୍ରସ୍ତୁତ କରାଯାଇଛି । ବିଭିନ୍ନ ଲୋକପ୍ରତିନିଧି, ସ୍ୱେଚ୍ଛାସେବୀ ସଂଗଠନ, ବିଶିଷ୍ଟ ବ୍ୟକ୍ତି ଓ ଜିଲ୍ଲା ପ୍ରଶାସନରୁ ମିଳିଥିବା ପ୍ରସ୍ତାବ ଉପରେ ଆଲୋଚନା ପରେ ଏହି ସାରଣୀ ପ୍ରସ୍ତୁତ ହୋଇଛି । ବରପୁତ୍ରମାନଙ୍କ ଅବଦାନ ଚିରସ୍ମରଣୀୟ ଓ ଯୁବପୀଢ଼ୀ ପାଇଁ ପ୍ରେରଣାର ଉତ୍ସ ବୋଲି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ କହିବା ସହ ପ୍ରାଥମିକତା ଭିତ୍ତିରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଓ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାର ସ୍ଥାପନ କରିବାକୁ ପଦକ୍ଷେପ ନିଆଯାଉଥିବା କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story