ମଧ୍ୟାହ୍ନଭୋଜନ ପାଚିକା-ସହାୟିକାଙ୍କ ପାରିଶ୍ରମିକ ଓ କୃଷକସାଥୀଙ୍କ ସହାୟତା ରାଶି ବଢ଼ିଲା

ରାଜ୍ୟ ସରକାରଙ୍କୁ ଏଥିପାଇଁ ବର୍ଷକୁ ୭୪କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ କରିବାକୁ ପଡ଼ିବ ।

Loka Seva Bhavan PhotoOR

Loka Seva Bhavan

Ordigital Desk
  • Published: Saturday, 17 February 2024
  • Updated: 17 February 2024, 08:05 PM IST

Sports

Latest News

ସାଧାରଣ ନିର୍ବାଚନ ପୂର୍ବରୁ କ୍ଷମତାସୀନ ବିଜେଡି ସରକାର ସବୁ ବର୍ଗକୁ ଖୁସି କରିବାକୁ ଜୋରଦାର ଉଦ୍ୟମ ଆରମ୍ଭ କରିଛନ୍ତି । ଆଜି କୃଷକସାଥୀ, ମଧ୍ୟାହ୍ନଭୋଜନରେ କାର୍ଯ୍ୟରତ ପାଚିକା ଓ ସହାୟିକାମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି । ଗତ କିଛିଦିନ ଧରି ରାଜ୍ୟ ସରକାର ସବୁବର୍ଗକୁ ତୁଷ୍ଟୀକରଣ ପାଇଁ ରାଜ୍ୟ ରାଜକୋଷକୁ ଉନ୍ମୁକ୍ତ କରିଦେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସୂଚନା ଅନୁସାରେ, ମଧ୍ୟାହ୍ନଭୋଜନ ଯୋଜନାରେ ସ୍କୁଲରେ ନିୟୋଜିତ ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ ରାଶି ବୃଦ୍ଧି କରାଯାଇଛି । ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ ପରିମାଣ ୧୪୦୦ଟଙ୍କାରୁ ୨ହଜାର ଟଙ୍କାକୁ ବୃଦ୍ଧି ହୋଇଛି । ସେହିପରି ଯଦି କୌଣସି ପାଚିକା ଓ ସହାୟିକାଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁ ହୁଏ ସେମାନଙ୍କ ପରିବାର ସଦସ୍ୟଙ୍କୁ ୧ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ସରକାର ଯୋଗାଇ ଦେବେ । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ପ୍ରାୟ ମୋଟ ୫୫ହଜାର ସ୍କୁଲରେ କାର୍ଯ୍ୟରତ ୧.୧୦ଲକ୍ଷ ପାଚିକା ଓ ସହାୟିକାମାନେ ଉପକୃତ ହେବେ ।  ରାଜ୍ୟ ସରକାରଙ୍କୁ ଏଥିପାଇଁ ବର୍ଷକୁ ୭୪କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ କରିବାକୁ ପଡ଼ିବ । ଏହି ବର୍ଦ୍ଧିତ ପାରିଶ୍ରମିକ ପିଛିଲା ଭାବେ ୨୦୨୩ ଅକ୍ଟୋବର ମାସରୁ ଲାଗୁ ହେବ ।

Also Read

ସେହିପରି ରାଜ୍ୟରେ ପଂଚାୟତସ୍ତରରେ କାର୍ଯ୍ୟରତ ‘କୃଷକ ସାଥୀ’ମାନଙ୍କର ପାଇଁ ସହାୟତା ରାଶି ପରିମାଣ ବୃଦ୍ଧି ହୋଇଛି । କୃଷକସାଥୀମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶି ପରିମାଣ ବର୍ଷକୁ ୧୨ହଜାର ଟଙ୍କା ପରିବର୍ତ୍ତେ ୧୮ହଜାର ଟଙ୍କାକୁ ବୃଦ୍ଧି ହୋଇଛି । ଏହି ବର୍ଦ୍ଧିତ ରାଶି ୨୦୨୩ ଅକ୍ଟୋବର ମାସରୁ ଲାଗୁ ହେବ । ଏହାଦ୍ୱାରା ରାଜ୍ୟର ୧୩୬୦୦ କୃଷକ ସାଥୀ ଉପକୃତ ହେବେ । ୨୦୦୭-୦୮ ମସିହାରେ ରାଜ୍ୟ ସରକାର କୃଷି ପ୍ରସାରଣ କାର୍ଯ୍ୟରେ ସହାୟତା ପାଇଁ ରାଜ୍ୟର ଅଗ୍ରଣୀ ଚାଷୀମାନଙ୍କୁ କୃଷକ ସାଥୀ ଭାବେ ନିଯୁକ୍ତି ଦେଇଥିଲେ । ପ୍ରତ୍ୟେକ ପଂଚାୟତରେ ୨ଜଣ ଲେଖାଏଁ କୃଷକ ସାଥୀ କାର୍ଯ୍ୟ କରୁଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story