ଖୋଲିବ କଟକ ଷ୍ଟେସନର ତୃତୀୟ ଗେଟ୍‌; ଛେପ ପକାଇଲେ ଫାଇନ୍

ଆଜି ଲୋକାର୍ପଣ ହେବ କଟକ ଷ୍ଟେସନର ତୃତୀୟ ଗେଟ୍ ।

Cuttack Station PhotoOR

କଟକ ଷ୍ଟେସନ

Tapaswini Nayak
  • Published: Saturday, 07 December 2024
  • Updated: 07 December 2024, 09:14 AM IST

Sports

Latest News

ଅତ୍ୟାଧୁନିକ ବ୍ୟବସ୍ଥା ସହ ନୂଆ ରୂପ ନେଇଛି ବ୍ରିଟିଶ୍ ଅମଳର କଟକ ରେଳ ଷ୍ଟେସନ୍। ରାଜ୍ୟରେ ପ୍ରଥମ କରି ସିଧାସଳଖ ଜାତୀୟ ରାଜପଥକୁ ସଂଯୋଗ ହେବାକୁ ଯାଉଛି ଷ୍ଟେସନର ପ୍ଲାଟଫର୍ମ। ଷ୍ଟେସନର ପଛପଟ ଅର୍ଥାତ୍ ଶିଖରପୁର ପଟେ ଆଜି ଖୋଲିବାକୁ ଯାଉଛି ଶୀତତାପ ନିୟନ୍ତ୍ରିତ ତୃତୀୟ ଗେଟ୍। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଏହି ନୂଆ ଗେଟର ଉଦଘାଟନ କରିବେ।

ଶିଖରପୁର ପଟ ୩ ନମ୍ବର୍ ଗେଟ୍ ଅତ୍ୟାଧୁନିକ ଢଙ୍ଗରେ ଖୋଲିବାକୁ ଯାଉଛି। ଯାହା ଷ୍ଟେସନକୁ ସିଧାସଳଖ ଜାତୀୟ ରାଜପଥ ସହ ଯୋଡୁଛି। ଫଳରେ ଦୂର ଦୁରାନ୍ତରୁ ଆସୁଥିବା ଯାତ୍ରୀ ଷ୍ଟେସନରୁ ଓହ୍ଲାଇ ସିଧାସଳଖ ରାଜପଥରୁ ବସ୍ ଧରି ନିଜ ଗନ୍ତବ୍ୟସ୍ଥଳକୁ ଯାଇପାରିବେ।

Also Read

ଅତ୍ୟାଧୁନିକ ପ୍ଲାଟଫର୍ମରେ ଯାତ୍ରୀଙ୍କ ପାଇଁ ୪ଟି ଟିକେଟ କାଉଣ୍ଟର ଥିବା ବେଳେ ଦିବ୍ୟାଙ୍ଗଙ୍କ ପାଇଁ ରହିଛି ସ୍ୱତନ୍ତ୍ର କାଉଣ୍ଟର। ଷ୍ଟେସନ ପରିସରରେ ଅତ୍ୟାଧୁନିକ ଲିଫ୍ଟ୍ ସହ ଏସ୍କାଲେଟର ସୁବିଧା ରହିଛି। ଏଣେତେଣେ ଆବର୍ଜନା ପକାଇଲେ ୨୦୦ ଟଙ୍କା, ଛେପ ପକାଇଲେ ୩୦୦ ଏବଂ ପରିସ୍ରା କଲେ ୪୦୦ ଟଙ୍କା ଜରିମାନା ଦେବାକୁ ପଡ଼ିବା। ଧୂମ୍ରପାନ କଲେ ୨୦୦ ଟଙ୍କା ଏବଂ କାନ୍ଥ ଖରାପ କଲେ ୫୦୦ ଟଙ୍କା ତଣ୍ଡ ଗଣିବାକୁ ପଡ଼ିବ। ୨୦୨୧ରୁ ଆରମ୍ଭ ହୋଇଥିବା ଏହି ପ୍ରକଳ୍ପ ପାଇଁ ୧୫ କୋଟି ଟଙ୍କା ବ୍ୟୟ ହୋଇଛି । 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story