ଓଡ଼ିଶାକୁ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ଆସୁଛି ବନ୍ଦେ ଭାରତ ଏକ୍ସପ୍ରେସ। ଏହା ଖୋର୍ଦ୍ଧା ରୋଡ୍, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ ଓ ବିଜୟନଗରମ୍ରେ ରହିବ।
ଶନିବାର ବ୍ୟତୀତ ସପ୍ତାହକୁ ୬ ଦିନ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ। ଓଡ଼ିଶା ସମେତ ସମଗ୍ର ଦେଶରେ ୧୦ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି। ଅହମ୍ମଦାବାଦ ଗସ୍ତ ଅବସରରେ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Also Read
ବନ୍ଦେ ଭାରତ ଏକ୍ସପ୍ରେସ ସହ ୨୭୪ ରେଳ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ହୋଇଛି। ଅହମ୍ମଦାବାଦରେ ପତାକା ଦେଖାଇ ପ୍ରଧାନମନ୍ତ୍ରୀ ଏସବୁ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। କାର୍ଯ୍ୟକ୍ରମରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଓ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟ୍ଟେଲ ପ୍ରମୁଖ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।