ନୂଆ ବର୍ଷରେ ୩ ଆଇପିଏସ୍‌ଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

ଦୁଇ ଦିନ ତଳେ ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଥିଲା ପଦୋନ୍ନତି।

S Natha

ସୁଶାନ୍ତ କୁମାର ନାଥ

Jitendra Garnayak
  • Published: Wednesday, 01 January 2025
  • Updated: 01 January 2025, 04:54 PM IST

Sports

Latest News

ଦୁଇ ଦିନ ତଳେ ବିଭିନ୍ନ ସ୍ତରରେ କାର୍ଯ୍ୟ କରୁଥିବା ୮ ଜଣ ଆଇପିଏସ୍ ଅଫିସରଙ୍କୁ ପଦୋନ୍ନତି ମିଳିଥିବା ବେଳେ ଆଜି ଇଂରାଜୀ ନୂଆ ବର୍ଷରେ ୩ ଜଣ ବରିଷ୍ଠ ଆଇପିଏସ୍ ଅଫିସରଙ୍କୁ ସରକାର ପଦୋନ୍ନତି ଦେଇଛନ୍ତି। ସେମାନେ ହେଉଛନ୍ତି ୧୯୯୩ ବ୍ୟାଚ୍‌ର ଆଇପିଏସ୍ ଅଫିସର ବିନୟତୋଷ ମିଶ୍ର, ଆର.ପି କୋଚେ ଓ ସୁଶାନ୍ତ କୁମାର ନାଥ। ଏହି ତିନି ଅଫିସରଙ୍କୁ ଡିଜିପି ପାହ୍ୟାକୁ ପଦୋନ୍ନତି ମିଳିଛି।

Also Read

ବିନୟତୋଷ ମିଶ୍ର ଏବେ କ୍ରାଇମବ୍ରାଞ୍ଚ ଏଡିଜି ଭାବେ କାର୍ଯ୍ୟ କରୁଛନ୍ତି। ଆର.ପି କୋଚେ ଗୁଇନ୍ଦା ନିର୍ଦ୍ଦେଶକ ଅଛନ୍ତି। ସୁଶାନ୍ତ କୁମାର ନାଥ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି। ସେ ବିଏସ୍‌ଏଫରେ କାର୍ଯ୍ୟ କରୁଛନ୍ତି।

ଏହା ପୂର୍ବରୁ ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲ ଓ ପ୍ରତୀକ ମହାନ୍ତଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଥିଲା। ସେହିପରି ୨୦୦୭ ବ୍ୟାଚ୍‌ର ଆଇପିଏସ୍ ଅଫିସର ଅବିନାଶ କୁମାର, ସାର୍ଥକ ଷଡ଼ଙ୍ଗୀ ଓ ନିତି ଶେଖରଙ୍କୁ ଆଇଜି ପାହ୍ୟାକୁ ଏବଂ ୨୦୧୧ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ପିନାକ ମିଶ୍ର, ବି. ଯୁଗୋଳ କିଶୋର କୁମାର ଓ ବି. ଗଙ୍ଗାଧରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story