ଶିମିଳିପାଳର ସଫ୍ଟ ଏନକ୍ଲୋଜରରେ ପ୍ରଥମ ଶିକାର କଲା ବାଘୁଣୀ 'ଜିନତ୍'। ଗତକାଲି ରାତି ପ୍ରାୟ ୧୦ଟା ସମୟରେ ଏନକ୍ଲୋଜରରେ ଏକ ଘୁଷୁରିକୁ ଶିକାର କରି ଖାଇଛି। ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ 'ଜିନତ୍ 'ର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ସୂଚନା ମିଳିଛି।
ଗତକାଲି ତାକୁ ଚହଲାସ୍ଥିତ ଏନକ୍ଲୋଜରରେ ଛଡ଼ାଯାଇଥିଲା। ସଫ୍ଟ ଏନକ୍ଲୋଜରରେ ଚାପମୁକ୍ତ ହୋଇ ଦୁଇଟି ଶିକାର କରି ପରିବେଶ ସହ ଖାପ ଖୁଆଇବା ପରେ ଜିନତକୁ ଉତ୍ତର ଶିମିଳିପାଳ କୋରକୁ ଛଡ଼ାଯିବ।
Also Read
ଅକ୍ଟୋବର ୨୮ତାରିଖରେ ସଫ୍ଟ ଏନକ୍ଲୋଜରରେ ଛଡ଼ାଯାଇଥିବା ଅଢ଼େଇ ବର୍ଷୀୟା ମରାଠା ବାଘୁଣୀ ଯମୁନା ଦୁଇଟି ଶିକାର କରିବା ପରେ ତା’କୁ ନିକଟରେ ଦକ୍ଷିଣ ଶିମିଳିପାଳର କୋରକୁ ଛଡ଼ାଯାଇଥିଲା। ଏବେ ସେ ସେଠି ମୁକ୍ତ ବିଚରଣ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Miscellaneous
ଗଞ୍ଜାମରୁ ବ୍ରହ୍ମଗିରି ଯାଉଥିଲା ୪ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ଅବକାରୀ ବିଭାଗ
ଏତେ ପରିମାଣର ଗଞ୍ଜେଇ ଗଞ୍ଜାମର ଶେରଗଡ଼ ଅଞ୍ଚଳରୁ ନିରାକାରପୁର ଦେଇ ବ୍ରହ୍ମଗିରି ଯାଉଥିଲା। କିନ୍ତୁ ନରାକରପୁର ଠାରେ ଏହାକୁ ଜବତ କରାଯାଇଛି।
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।