Advertisment

ଆସୁ ଆସୁ ବଡ଼ କଥା କହିଲେ ନୂଆ ପୁଲିସ କମିଶନର

୧୯୯୮ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌ ଦେବଦତ୍ତ ସିଂହ ଆଜି ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି।

author-image
Manoj Swain

ନୂତନ କମିଶନର ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ଦେବଦତ୍ତ ସିଂହ । ୧୯୯୮ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌ ଦେବଦତ୍ତ ସିଂହ ଆଜି ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗାର୍ଡ ଅଫ୍‌ ଅନର ପ୍ରଦାନ ପରେ ସଂଜୀବ ପଣ୍ଡା ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ଏହି ଅବସରରେ ସେ କଣ କହିଛନ୍ତି ଶୁଣନ୍ତୁ । 

Advertisment
Odisha Bhubaneswar Police Commissionerate