ନୂତନ କମିଶନର ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ଦେବଦତ୍ତ ସିଂହ । ୧୯୯୮ ବ୍ୟାଚ୍ ବରିଷ୍ଠ ଆଇପିଏସ୍ ଦେବଦତ୍ତ ସିଂହ ଆଜି ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗାର୍ଡ ଅଫ୍ ଅନର ପ୍ରଦାନ ପରେ ସଂଜୀବ ପଣ୍ଡା ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ଏହି ଅବସରରେ ସେ କଣ କହିଛନ୍ତି ଶୁଣନ୍ତୁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।