ଜଗତସିଂହପୁର: ମାଛଗାଁ କେନାଲର ଦୁଇଟି ସ୍ଥାନରେ ଘାଇ

ଦଳେଇଘାଇ ନିକଟରେ ୧୫ ଫୁଟର ଘାଇ ହୋଇଥିବା ବେଳେ ତରିକୁନ୍ଦ ନିକଟରେ ୨୦ ଫୁଟର ଘାଇ ହୋଇଛି।

Flood Water PhotoOR

କେନାଲରେ ଘାଇ ସୃଷ୍ଟି ହୋଇ ଜନବସତିକୁ ପଶିଯାଇଛି ପାଣି

Jitendra Garnayak
  • Published: Sunday, 16 July 2023
  • Updated: 16 July 2023, 08:35 AM IST

ଜଗତସିଂହପୁର ଜିଲ୍ଲା ଦେଇ ଯାଇଥିବା ମାଛଗାଁ କେନାଲର ଦୁଇଟି ସ୍ଥାନରେ ଘାଇ ସୃଷ୍ଟି ହୋଇଛି। ଗତକାଲି ବିଳମ୍ବିତ ରାତିରେ ଦଳେଇଘାଇ ଓ ତରିକୁନ୍ଦ ନିକଟରେ ଘାଇ ସୃଷ୍ଟି ହୋଇଛି। ଏଥିଯୋଗୁ ଜଗତସିଂହପୁର-କଟକ ମୁଖ୍ୟ ରାସ୍ତାରେ ପାଖାପାଖି ଆଣ୍ଠୁଏ ଉଚ୍ଚତାରେ ପାଣି ଚାଲୁଛି। ତରିକୁନ୍ଦ ବଜାରର ଅଧିକାଂଶ ଦୋକାନରେ ପାଣି ପଶିଯାଇଛି। ଗାଡ଼ି ଚଳାଚଳ ଓ ଲୋକଙ୍କ ଯାତାୟାତ ବାଧାପ୍ରାପ୍ତ ହୋଇଛି ।

ଦଳେଇଘାଇ ନିକଟରେ ୧୫ ଫୁଟର ଘାଇ ହୋଇଥିବା ବେଳେ ତରିକୁନ୍ଦ ନିକଟରେ ୨୦ ଫୁଟର ଘାଇ ହୋଇଥିବା ବାଲିଆ ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୂଚନା ଦେଇଛନ୍ତି । ଘାଇ ବନ୍ଦ ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ସେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story