ଦେଶର ପ୍ରଭାବଶାଳୀ ଅଧିକାରୀଙ୍କ ତାଲିକାରେ ଦୁଇ ଓଡ଼ିଆ। ‘ଇଣ୍ଡିଆ ଟୁଡେ’ର ସ୍ୱତନ୍ତ୍ର ସଂସ୍କରଣରେ ସ୍ଥାନ ପାଇଛନ୍ତି ଦୁଇ ଓଡ଼ିଆ ପୁଅ। ହାଇ ଆଣ୍ଡ ମାଇଟି- ଦି ଅଲଟିମେଟ୍ ପାୱାର ଲିଷ୍ଟ ୨୦୨୪ରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପ୍ରମୋଦ କୁମାର ମିଶ୍ର ରହିଛନ୍ତି। ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ବି ଏହି ପାୱାରଫୁଲ୍ ଲିଷ୍ଟରେ ରହିଛନ୍ତି। ତାଲିକାର ପ୍ରଥମ ସ୍ଥାନରେ ପିକେ ମିଶ୍ର ରହିଥିବା ବେଳେ ତୃତୀୟ ରହିଛନ୍ତି ଶକ୍ତିକାନ୍ତ ଦାସ।
Also Read
‘ଇଣ୍ଡିଆ ଟୁଡେ’ର ଏହି ସଂସ୍କରଣର ପ୍ରଭାବଶାଳୀ ରାଜନେତାଙ୍କ ତାଲିକାରେ ପ୍ରଥମ ସ୍ଥାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଥିବା ବେଳେ ବ୍ୟବସାୟୀ ତାଲିକାରେ ମୁକେଶ ଅମ୍ବାନୀ ପ୍ରଥମ ଓ ଆଇକନ ତାଲିକାରେ ଅମିତାଭ ବଚ୍ଚନ ପ୍ରଥମ ସ୍ଥାନରେ ରହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।