ଜଙ୍ଗଲରେ ସାଙ୍ଗ ହୋଇ ବୁଲୁଛନ୍ତି ମହାବଳ ଓ କଳା ବାଘ। ଶିମିଳିପାଳ ଅଭୟାରଣ୍ୟରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ବନ ବିଭାଗ କ୍ୟାମେରାରେ ଟ୍ରାପ୍ ହୋଇଛି ଏହି ବିରଳ ଦୃଶ୍ୟ। ସୋଶାଲ ମିଡିଆ ପ୍ଲାଟଫର୍ମ ‘X’ରେ ଏନେଇ ସୂଚନା ଦେଇଛନ୍ତି PCCF ସୁଶାନ୍ତ ନନ୍ଦ। ଏହା ସହ ୨ବାଘଙ୍କ ଫଟୋ ମଧ୍ୟ ସେୟାର କରିଛନ୍ତି।
ଫଟୋରେ ଦେଖିବାକୁ ମିଳିଛି ଯେ ମହାବଳ ସହ ଗୋଟିଏ କଳାବାଘ ଜଙ୍ଗଲରେ ବୁଲୁଛି।
Also Read
PCCF ନିଜ ପୋଷ୍ଟରେ ଲେଖିଛନ୍ତି, ଗୋଟେ ସାଧାରଣ ବାଘ ସହିତ ଏକ ମେଲାନିଷ୍ଟିକ ବାଘ ଏକା ସହିତ କାନ୍ଧକୁ କାନ୍ଧ ମିଶାଇ ଶିମିଳିପାଳରେ ବୁଲୁଥିବା ଦେଖିବାକୁ ମିଳିଛି।
#ସାଙ୍ଗ_ହୋଇ_ବୁଲୁଛନ୍ତି_ମହାବଳ_ଓ_କଳା_ବାଘ
— Odisha Reporter (@OdishaReporter) May 24, 2024
ସାଙ୍ଗ ହୋଇ ବୁଲୁଛନ୍ତି ମହାବଳ ଓ କଳା ବାଘ। ଶିମିଳିପାଳ ଅଭୟାରଣ୍ୟରେ ଏମିତି ଦୃଶ୍ୟ ସାମନାକୁ ଆସିଛି। ଏନେଇ ସୋଶାଲ ମିଡିଆରେ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ। #Odisha #Tiger #PCCF #Shimilipal pic.twitter.com/f9A6t4z9M8
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ହାଇକୋର୍ଟରେ ରାଜ୍ୟ ମହିଳା ଆୟୋଗ ବରଖାସ୍ତ ମାମଲା, ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ, ୧୧ରେ ପରବର୍ତ୍ତୀ ଶୁଣାଣି
ହାଇକୋର୍ଟ ବିଚାରପତି ଜଷ୍ଟିସ ସଞ୍ଜିବ କୁମାର ପାଣିଗ୍ରାହୀଙ୍କ ଖଣ୍ଡପୀଠ ଆଜି ରାଜ୍ୟ ମହିଳା ଆୟୋଗର ୩ଜଣ ବରଖାସ୍ତ ସଦସ୍ୟ ସ୍ୱର୍ଣ୍ଣଲତା ସାମଲ, ବବିତା ସ୍ୱାଇଁ ଓ ବିଜୟ ବରୁୱାଙ୍କ ଦ୍ୱାରା ଦାଏର ପୃଥକ ପୃଥକ ଆବେଦନର ଏକାଠି ଶୁଣାଣି କରିଥିଲେ ।
Miscellaneous
ନେଲେ ଶିଳ୍ପ ପାଇଁ, କଲେ ଆପାର୍ଟମେଣ୍ଟ
୫ ଏକର ଶିଳ୍ପ ଜମିକୁ ଘରବାରି କିସମରେ ପରିବର୍ତ୍ତନ କରିଦେବା ଘଟଣା। ରାଜସ୍ୱ ବିଭାଗ ନିର୍ଦ୍ଦେଶ ପରେ ବି ମାମଲା ରୁଜୁ କରୁନାହାନ୍ତି ଜିଲ୍ଲାପାଳ।
Miscellaneous
‘ରାଷ୍ଟ୍ରବାଦୀ ନେତା ଥିଲେ ଉତ୍କଳକେଶରୀ ଡକ୍ଟର ହରେକୃଷ୍ଣ ମହତାବ’
ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ମହାସମାରୋହ ପାଳିତ ହୋଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
Miscellaneous
୧୦ ଟଙ୍କାରେ ପାଇଲସ୍ ଭଲ ହୋଇଯିବ!
ବଡ଼ମ୍ବାରୁ ଆସିଥିବା ସତିଆ ମଉସା କଟକ ବାଲିଯାତ୍ରାରେ ବିକ୍ରି କରୁଛନ୍ତି ଏହି କାଠି।
Miscellaneous
ଆସନ୍ତାକାଲି ଭାଙ୍ଗାଯିବନି ବୈକୁଣ୍ଠଧାମ ଆଶ୍ରମ
ବୈକୁଣ୍ଠଧାମ ଆଶ୍ରମରେ ବାବା ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ଲୀଳାଖେଳା କରୁଥିଲେ। ପ୍ରତିଦିନ ଭକ୍ତଙ୍କୁ ଭେଟୁଥିଲେ ଓ ପ୍ରବଚନ ଦେଉଥିଲେ। ସେଥିପାଇଁ ଭକ୍ତଙ୍କ ପ୍ରବଳ ଭିଡ ଜମୁଥିଲେ।