Advertisment

ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍

ଡ୍ରୋନଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ ପରେ ମେଘନାଦ ପାଚେରୀ ବୁଲିଥିଲା।

author-image
Madhupriya Mistry
Drone Fly

Drone Fly

ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍। ଭୋର୍ ପ୍ରାୟ ୪ଟା ୧୦ରେ ଡ୍ରୋନ୍ ଉଡ଼ିଥିବା ଦେଖାଯାଇଛି। ଡ୍ରୋନଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ ପରେ ମେଘନାଦ ପାଚେରୀ ବୁଲିଥିଲା। ଏପରିକି ମନ୍ଦିରର ଦଧିନଉତି ଉପରେ ବି ବୁଲିଥିଲା।

Advertisment

ନୀଳଚକ୍ର ଉପରେ ବୁଲିବା ସହ ଉତ୍ତର ଦ୍ୱାର ଗୁମୁଟ ଦେଇ ଶ୍ରୀଦାଣ୍ଡରୁ ଉଭାନ ହୋଇଯାଇଥିଲା। ତେବେ ଡ୍ରୋନ୍ କିଏ ଉଡ଼ାଇଥିଲା ଏବଂ ଶ୍ରୀମନ୍ଦିର ଉପରେ କେମିତି ଆସିଲା ତାର ତଦନ୍ତ ଚାଲିଛି।

Puri Shreemandir Drone Fly