ପୁରୀ ବେଳାଭୂମୀରେ ଲାଗିଥିବା ଅଜଣା କଣ୍ଟେନରରୁ ବିଭିନ୍ନ ସାମଗ୍ରୀ ବୋହି ନେଲେ ସ୍ଥାନୀୟ ଲୋକେ। କ୍ୟାଣ୍ଡେଲ, ଖାଦ୍ୟ ସାମଗ୍ରୀ, ଇଞ୍ଜିନ ଅଏଲଓ ପରଫ୍ୟୁମ ସହ ଅନେକ ସାମଗ୍ରୀ ସବୁକୁ ବୋହି ନେଇଛନ୍ତି ଲୋକେ।
୨ଦିନ ତଳେ ପେଣ୍ଠକଟା ବେଳାଭୂମିରେ ଲାଗିଥିଲା ଏକ ବଡ଼ କଣ୍ଟେନର। ଯାହାକୁ ଖୋଲିବା ପାଇଁ କୋଷ୍ଟଗାର୍ଡ ଓ କଷ୍ଟମ ଡିପାର୍ଟମେଣ୍ଟକୁ ଖବର ଦିଆଯାଇଥିଲା। କିନ୍ତୁ ୩ ଦିନ ପରେ ବି କଣ୍ଟେନର ଖୋଲାଯାଇ ନ ଥିବା ବେଳେ ଆଜି ସକାଳେ କଣ୍ଟେନରର ଗୋଟିଏ ପାର୍ଶ୍ୱରେ ଫାଟ
Also Read
ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ କହିଛନ୍ତି, କୋଲକତାରୁ କଣ୍ଟେନରଟି ଭାସି ଆସିଥିବା ଜଣାଯାଇଛି। କୋଷ୍ଟଗାର୍ଡ ପହଞ୍ଚିଲେ କଣ୍ଟେନେରଟି ଖୋଲାଯିବ। କଣ୍ଟେନରରେ କୌଣସି ଆପତ୍ତି ଜନକ ଜିନିଷ ନ ଥିବାର ସନ୍ଦେହ କରାଯାଉଛି। ଏଥିପାଇଁ ବ୍ୟସ୍ତ ହେବାର କିଛି ଆବଶ୍ୟକ ନାହିଁ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ରାଷ୍ଟ୍ରବାଦୀ ନେତା ଥିଲେ ଉତ୍କଳକେଶରୀ ଡକ୍ଟର ହରେକୃଷ୍ଣ ମହତାବ’
ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ମହାସମାରୋହ ପାଳିତ ହୋଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
Miscellaneous
୧୦ ଟଙ୍କାରେ ପାଇଲସ୍ ଭଲ ହୋଇଯିବ!
ବଡ଼ମ୍ବାରୁ ଆସିଥିବା ସତିଆ ମଉସା କଟକ ବାଲିଯାତ୍ରାରେ ବିକ୍ରି କରୁଛନ୍ତି ଏହି କାଠି।
Miscellaneous
ଆସନ୍ତାକାଲି ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ
ବୈକୁଣ୍ଠଧାମ ଆଶ୍ରମରେ ବାବା ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ଲୀଳାଖେଳା କରୁଥିଲେ। ପ୍ରତିଦିନ ଭକ୍ତଙ୍କୁ ଭେଟୁଥିଲେ ଓ ପ୍ରବଚନ ଦେଉଥିଲେ। ସେଥିପାଇଁ ଭକ୍ତଙ୍କ ପ୍ରବଳ ଭିଡ ଜମୁଥିଲେ।
Miscellaneous
ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ
ଆଗାମୀ ୫ ବର୍ଷରେ ମଧୁର ମାଛ ରପ୍ତାନି ପାଇଁ ଟାର୍ଗେଟ ରଖାଯାଇଛି। ଏଥିପାଇଁ ମତ୍ସ୍ୟ ଚାଷୀଙ୍କୁ ପ୍ରୋତ୍ସାହନ ଦିଆଯିବ। ବର୍ତ୍ତମାନ ରାଜ୍ୟରେ ୧୧.୫ ଲକ୍ଷ ମେଟ୍ରିକ୍ ଟନ ମଧୁର ମାଛ ଉତ୍ପାଦନ ହେଉଛି।
Miscellaneous
ଏଥର ଅଙ୍ଗନବାଡ଼ି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା; ୨୪ରେ ପାଇବେ ୨୦ ଲକ୍ଷ ମହିଳା
ତୃତୀୟ ପର୍ଯ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନୱାଡି କର୍ମୀ। ସମସ୍ତଙ୍କର ଯାଞ୍ଚ ସରିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।