ନିର୍ବାଚନ ଆଦର୍ଶ ଆଚରଣ ବିଧି ଲାଗୁ ପରେ ବି ମୟୂରଭଞ୍ଜ ଜିଲ୍ଲା କପ୍ତିପଦାର ବିଭିନ୍ନ ସ୍ଥାନରେ ସରକାରୀ ଯୋଜନାର ରୂପାୟନସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ହୋଡିଙ୍ଗ ଆଉ ଶଙ୍ଖ ଚି଼ହ୍ନ ଥିବା ପୋଷ୍ଟର ଲାଗି ରହିଛି। ଖୁଣ୍ଟା ଉଦୟପୁର ରାସ୍ତାରେ ହୋର୍ଡିଂ ଲାଗିଛି। ଏହି ରାସ୍ତା ଦେଇ ପ୍ରତିଦିନ ଶହ ଶହ ଲୋକ ଯିବା ଆସିବା କରୁଛନ୍ତି। ସେହିପରି ଏ ଦୃଶ୍ୟ ହେଉଛି ଉଦଳାରୁ ଖୁଣ୍ଟା ଯିବା ରାଜ୍ୟ ରାଜପଥ କଡରେ ଥିବା ବସ ଷ୍ଟପ୍। ଲକ୍ଷ୍ମୀ ବସ ଷ୍ଟପ କାନ୍ଥରେ ମିଶନ ଶକ୍ତି ଆଉ ନବୀନ ପଟ୍ଟନାୟକଙ୍କ ବଡ଼ ବଡ଼ ୱାଲ ପୋଷ୍ଟର ଲାଗି ରହିଛି। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Miscellaneous
ଶ୍ରୀମନ୍ଦିରରେ ଦୁଇ ସେବକ ମାରପିଟ ଘଟଣା, କାରଣ ଦର୍ଶାଅ ନୋଟିସ ପଠାଇଲେ ମୁଖ୍ୟ ପ୍ରଶାସକ
ଗତ ୧୬ ତାରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ ହୋଇଥିଲେ।