5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ସୁରକ୍ଷା ସଂପର୍କିତ RTI କପିକୁ ପୁଲିସ କମିଶନର ଜାଲ୍ ବୋଲି କହିବା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ସୂଚନା ଅଧିକାରୀ କର୍ମୀ । RTI କର୍ମୀ ଅଧିକ କଣ କହିଛନ୍ତି ଶୁଣନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜାନୁୟାରୀ ୩ରୁ ଭୁବନେଶ୍ୱରରୁ ଆଉ ୫ ସହରକୁ ସିଧାସଳଖ ବିମାନ ସେବା
ପୂର୍ବରୁ ପ୍ରାୟ ଦେଢ଼ମାସ ତଳେ ଏହି ସିଧାସଳଖ ବିମାନ ସେବା ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀ ମଧ୍ୟ ନିଜ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଥିଲେ ।
Miscellaneous
ଇଏ ହେଉଛି ଇଲେକ୍ଟ୍ରିକ୍ ଡବଲ ଡେକର ବସ୍; ରହିଛି ଓଡ଼ିଶାର କଳା ଓ ସଂସ୍କୃତିର ଛାପ
କଟକ-ଭୁବନେଶ୍ୱର-ପୁରୀ ମଧ୍ୟରେ ଚାଲିବ ଇଲେକ୍ଟ୍ରିକ ଡବଲ ଡେକର ବସ୍। ୫ଟି ବସ୍ କ୍ରୁଟ୍ ଆଣିବେ ରାଜ୍ୟ ସରକାର। ମୁମ୍ୱାଇର ଏକ ସଂସ୍ଥା ଏହି ବସ୍ ତିଆରି କରୁଛି। ପ୍ରଥମ ପର୍ଯ୍ୟାୟରେ ୨ଟି ବସ୍ ଆସୁଛି।
Miscellaneous
ଜିନ୍ନତ ଏବେ ପୂରା ଫିଟ୍, ଖୁବ ଶୀଘ୍ର ଫେରିବ ଓଡ଼ିଶା
ଏବେ ପଶ୍ଚିମବଙ୍ଗ ଆଲିପୁର ଚିଡ଼ିଆଖାନାରେ ଥିବା ଜିନ୍ନତ ପୂରାପୂରି ସୁସ୍ଥ ଅଛି ଓ ଖୁବ ଶୀଘ୍ର ଓଡ଼ିଶା ଫେରିବ । ଆଜି ଏ ନେଇ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ପ୍ରେମ କୁମାର ଝା।
Miscellaneous
ଜିରୋ ନାଇଟ୍ ପାଇଁ ପୁଲିସର ଜିରୋ ଟଲେରାନ୍ସ, ଟୁଇନ୍ ସିଟିରେ ସୁରକ୍ଷା କଡ଼ାକଡ଼ି
ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ବିରୋଧୀ ଅଭିଯାନକୁ ଜୋରଦାର କରିବ ପୁଲିସ। ପୁରୀ ପାଇଁ ଜାରି ହୋଇଛି ଟ୍ରାଫିକ୍ କଟକଣା।
Miscellaneous
କୁଦୋପାଲିର ଇତିହାସ ପଢ଼ିବ ବିଶ୍ୱ; ଗୋଟିଏ ଦିନରେ ସହିଦ ହୋଇଥିଲେ ୫୩ ସଂଗ୍ରାମୀ
କୁଦୋପାଲି ପାହାଡ଼ରେ ଇଂରେଜଙ୍କ ବିରୋଧରେ ହୋଇଥିବା ଲଢ଼େଇରେ ଗୋଟିଏ ଦିନରେ ୫୩ଜଣ ସଂଗ୍ରାମୀ ସହିଦ୍ ହୋଇଥିଲେ। ନ୍ୟାସନାଲ ବୁକ୍ ଟ୍ରଷ୍ଟ ଦ୍ୱାରା ପ୍ରକାଶିତ ଏହି ପୁସ୍ତକଟିର ନାମ ରହିଛି 'ଦି ସାଗା ଅଫ୍ କୁଦୋପାଲି, ଦି ଅନସଙ୍ଗ୍ ଷ୍ଟୋରୀ ଅଫ୍ ୧୮୫୭'।