Advertisment

ଏବେ ବି ସରିନି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ

କେବେ ସମ୍ପୂର୍ଣ୍ଣ ହେବ ମହାପ୍ରଭୁଙ୍କ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ?

Advertisment

କେବେ ସମ୍ପୂର୍ଣ୍ଣ ହେବ ମହାପ୍ରଭୁଙ୍କ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ? ଲୋକାର୍ପଣର ୭ ମାସ ପରେ ମଧ୍ୟ ଚାଲିଛି ନିର୍ମାଣ କାମ। ଅଧୁରା ରହିଛି ଶ୍ରୀ ସେତୁ ଓ ଶ୍ରୀଦାଣ୍ଡ। ଭଙ୍ଗା ଯାଇଥିବା ରଘୁନନ୍ଦନ ଲାଇବ୍ରେରୀ କଥାକୁ ସମସ୍ତେ ଯେପରି ଭୁଲି ଯାଇଛନ୍ତି। ଏହାକୁ ନେଇ ବୁଦ୍ଧିଜୀବୀ ଓ ଜଗନ୍ନାଥ ପ୍ରେମିଙ୍କ ମଧ୍ୟ ଅସନ୍ତୋଷ ପ୍ରକାଶ ପାଇଛି । ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Puri Shreemandir Srimandir Parikrama Project
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe