ବରିଷ୍ଠ ଆଇପିଏସ ଅଫିସର ତଥା ପୂର୍ବତନ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାର ସିଂହଙ୍କର ପତ୍ତା ମିଳୁନି। ଖୋଦ୍ ରାଜ୍ୟ ଗୃହ ବିଭାଗ ମଧ୍ୟ ଆଶିଷଙ୍କ ଖୋଜ ଖବର ପାଉନି। ସେ ଏବେ ଛୁଟିରେ ଅଛନ୍ତି ନା ଡ୍ୟୁଟି କରୁଛନ୍ତି ସେନେଇ ଗୃହ ବିଭାଗ ପାଖରେ କୌଣସି ଖବର ନାହିଁ। ଜୁନ୍ 27 ତାରିଖରେ ରାଜ୍ୟ ସରକାରଙ୍କ ଅତିରିକ୍ତ ସଚିବ ମୁରଲୀଧର ମଲ୍ଲିକ ପୁଲିସ ମହାନିର୍ଦ୍ଦେଶକଙ୍କୁ ଲେଖିଥିବା ଚିଠି ଅନୁସାରେ, ଆଶିଷ ଗତ ମେ ମାସରେ ସ୍ବାସ୍ଥ୍ୟଗତ କାରଣରୁ ମାସେ ପାଇଁ ଛୁଟି ନେଇଥିଲେ। ମେ 4 ତାରିଖରୁ ମାସକ ପାଇଁ ଆଶିଷ ଛୁଟି ନେଇଥିଲେ। ଦେଖନ୍ତୁ ପୂରା ରିପୋର୍ଟ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି; ପ୍ରଭାବିତ ହେବନି ଶ୍ରୀଜିଉଙ୍କ ନୀତିକାନ୍ତି
ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ NGRI ଓ ASI ପକ୍ଷରୁ ହୋଇଥିବା ଜିପିଆର୍ ସର୍ଭେ ରିପୋର୍ଟ ଆଧାରରେ ଏବଂ ରାଜ୍ୟ ସରକାରଙ୍କ ଏସଓପି ଭିତ୍ତିରେ ହେବ ମରାମତି କାମ।
Miscellaneous
ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ
ବଡ଼କଥା ହେଉଛି ମରାମତି କାମ ପାଇଁ ରତ୍ନଭଣ୍ଡାରକୁ ପ୍ରବେଶ କରିବାକୁ ଥିବା ସମସ୍ତେ ସେବାୟତଙ୍କ ଭଳି ପାରମ୍ପରିକ ପୋଷାକ ପରିଧାନ କରିବେ। ଶ୍ରମିକ ଓ ଅଧିକାରୀମାନଙ୍କୁ ସ୍ୱତନ୍ତ୍ର ପରିଚୟପତ୍ର ଦିଆଯିବ। ବିନା ପରିଚୟପତ୍ରରେ କାହାରିକୁ ଭିତରକୁ ଛଡ଼ାଯିବ ନାହିଁ।
Miscellaneous
‘ବାଲିମେଳା ଜଳଭଣ୍ଡାରରେ ସୌର ଶକ୍ତିରୁ ଉତ୍ପନ୍ନ ହେବ ବିଦ୍ୟୁତ’
ବୈଠକ ପରେ ଶ୍ରୀ ସିଂଦେଓ କହିଛନ୍ତି, ବାଲିମେଳା ଜଳ ବିଦ୍ୟୁତ ପ୍ରକଳ୍ପର ନବୀକରଣ କରାଯିବ। ଏଠାରୁ ଆହୁରି ଅଧିକ ୬୦୦ ମେଗାୱାଟ୍ ବିଦ୍ୟୁତ ଉତ୍ପାଦନ କରାଯିବ। ଏଥିପାଇଁ ଆବଶ୍ୟକ ଅତ୍ୟାଧୁନିକ ଯନ୍ତ୍ରପାତି ଲାଗିବ।
Miscellaneous
ଶ୍ରୀମନ୍ଦିରରେ ପିଟାପିଟି ଲାଗିଲେ ଦୁଇ ସେବାୟତ ଗୋଷ୍ଠୀ
ଆଜି ଅପରାହ୍ନରେ ଶ୍ରୀମନ୍ଦିର ବେହରଣ ଦ୍ୱାର ନିକଟସ୍ଥ ମୁକ୍ତିମଣ୍ଡପ ପାଖରେ ସେବାୟତ ବିଶ୍ୱନାଥ ଖୁଣ୍ଟିଆ ଶ୍ରଦ୍ଧାଳୁଙ୍କୁ ପାଦୁକା ବାଣ୍ଟୁଥିଲେ। ଠିକ୍ ସେତିକି ବେଳେ ନିଜ ସମ୍ପର୍କୀୟ ସେବାୟତମାନେ ତାଙ୍କୁ ଆକ୍ରମଣ କରିଥିଲେ। ଯେଉଁଥିପାଇଁ ଶ୍ରୀ ଖୁଣ୍ଟିଆ ଲହୁ ଲୁହାଣ ହୋଇଥିଲେ।
Miscellaneous
ଲାଗିଛି ଡୋରି ଯିବି ମୁଁ ପୁରୀ... ପାଦରେ ଚାରି ଧାମ୍ ଯାତ୍ରାରେ ୟୁପି ଯୁବକ
ଅଯୋଧ୍ୟାରୁ କାଶି ବିଶ୍ୱନାଥ ଯାଇଥିଲେ ମିଥିଲେଶ। ବାବାଙ୍କୁ ଦର୍ଶନ କରିବା ପରେ ସେ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ୫୩ ଦିନ ହେଲା ପାଦରେ ଚାଲୁଛନ୍ତି। ପିଠିରେ ଝୁଲୁଥିବା ବ୍ୟାଗରେ ତ୍ରିରଙ୍ଗା ଓ ସନାତନ ପତାକୁ ଉଡାଇ ଚାଲିଛନ୍ତି।